ଆପଣଙ୍କର ଅଛି କି ମଧୁମେହ ସମସ୍ୟା …

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି ଅନେକ ଦୁରାରୋଗ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଉପଶମ ପାଇଁ ରୋଗୀ ଇନ୍‌ସୁଲିନ୍‌ ନେଇଥାଆନ୍ତି। ମାତ୍ର ଖାଦ୍ୟପେୟ ଓ ଜୀବନଶୈଳୀରେ ପରିବର୍ତ୍ତନ ଏହି ସମସ୍ୟାକୁ କମ୍‌ କରିବା ସହିିତ ଇନ୍‌ସୁଲିନ ନେବାରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

କଲରା ଜୁସ୍‌: ମଧୁମେହ ରୋଗୀଙ୍କୁ ପ୍ରତିଦିନ ସକାଳେ ଏହି ଜୁସ୍‌ ୧ ଗ୍ଲାସ ପିଇବା ଫଳରେ ମଧୁମେହର ମାତ୍ରା କମିବା ସହ ଇନ୍‌ସୁଲିନ୍‌ରୁ ମୁକ୍ତି ମିଳିଥାଏ।

ମେଥି: ଏହାର ଗୁଣ୍ଡକୁ ସକାଳେ ଖାଲିପେଟରେ ଗରମ ପାଣି ସହିତ ଖାଇବା ଫଳରେ ରକ୍ତଶର୍କରା କମ୍‌ ହୋଇଥାଏ ବୋଲି ଆୟୁର୍ବେଦ ଶାସ୍ତ୍ରରେ କୁହାଯାଇଛି।

ହଳଦୀ: ଟାଇପ୍‌ ଟୁ ମଧୁମେହ ରୋଗୀ ନିୟମିତ ହଳଦୀ ଖାଇବା ଉଚିତ। ଏପରି କରିବା ଫଳରେ ମଧୁମେହ ନିୟନ୍ତ୍ରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri