ବ୍ୟାଙ୍କରେ ୧ରୁ ଅଧିକ ଆକାଉଣ୍ଟ ଅଛି କି? ହୋଇଯାଆନ୍ତୁ ସତର୍କ, କଟିଯିବ…

ନୂଆଦିଲ୍ଲୀ,୩୦।୧୧: ଆପଣଙ୍କ ପାଖରେ କେତେ ବ୍ୟାଙ୍କ ଆକାଉଣ୍ଟ ରହିବା ଉଚିତ୍? ଅନେକ ଲୋକ ଏହି ପ୍ରଶ୍ନକୁ ନେଇ ଦ୍ବନ୍ଦ୍ବରେ ରୁହନ୍ତି। ଏହା ଟଙ୍କା କିମ୍ବା ସଞ୍ଚୟ ଉପରେ ପ୍ରଭାବ ପକାଇଥାଏ । ଏହି ପ୍ରଶ୍ନର କୌଣସି ସରଳ ଉତ୍ତର ନାହିଁ । ପ୍ରତ୍ୟେକ ବ୍ୟକ୍ତିଙ୍କର ଆବଶ୍ୟକତା ଅଲଗା । ସେହି ହିସାବରେ ଆକାଉଣ୍ଟ ମଧ୍ୟ ଖୋଲିଥାନ୍ତି ।

ନିୟମ ଅନୁଯାୟୀ, ପ୍ରତ୍ୟେକ ବ୍ୟାଙ୍କ ଆକାଉଣ୍ଟରେ ସର୍ବନିମ୍ନ ବାଲାନ୍ସ ରଖିବାକୁ ପଡେ । ଏହା ଗୁରୁତ୍ୱପୂର୍ଣ୍ଣ । ଅନେକ ବ୍ୟାଙ୍କ ରହିଛି ଯେଉଁମାନେ କି ନିୟମ କରିଛନ୍ତି । ବ୍ୟାଙ୍କରେ ସର୍ବନିମ୍ନ ବାଲାନ୍ସ ନରହିଲେ ଫାଇନ ଦେବାକୁ ପଡିଥାଏ । ଧରାଯାଉ ଜଣେ ବ୍ୟକ୍ତିଙ୍କର ବିଭିନ୍ନ ବ୍ୟାଙ୍କରେ ୫ଟି ଆକାଉଣ୍ଟ ଅଛି । ସେ ତାଙ୍କର ପ୍ରତ୍ୟେକ ଆକାଉଣ୍ଟରେ ସର୍ବନିମ୍ନ ବାଲାନ୍ସ ରଖିଥିଲେ । ଫଳସ୍ୱରୂପ, ଆକାଉଣ୍ଟ କାର୍ଯ୍ୟକ୍ଷମ ହେବା ସତ୍ତ୍ବେ ତାଙ୍କର ଟଙ୍କା ମଧ୍ୟ ଅନେକ ସ୍ଥାନରେ ଅଟକି ରହିଯାଏ । ସେ ତାଙ୍କ ଅର୍ଥର ଲାଭ ଉଠାଇ ପାରନ୍ତି ନାହିଁ ।

ଆରବିଆଇ ନିର୍ଦ୍ଦେଶାବଳୀ ଅନୁଯାୟୀ, ଯଦି ଆକାଉଣ୍ଟକୁ ୨ ବର୍ଷରୁ ଅଧିକ ସମୟ ବ୍ୟବହୃତ ହୋଇନାହିଁ , ତେବେ ବ୍ୟାଙ୍କ ସେହି ଆକାଉଣ୍ଟଗୁଡିକୁ  ନିଷ୍କ୍ରିୟ କରିଦେଇଥାଏ । ପୁଣି ଥରେ ଚାଲୁ କରିବାକୁ ଦରଖାସ୍ତ ଦେବାକୁ ପଡିଥାଏ ଏବଂ ଅନ୍ୟାନ୍ୟ କାର୍ଯ୍ୟ କରିବାକୁ ପଡିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?