ଶୀତଦିନେ ରୁପି ସମସ୍ୟା ରହୁଛି କି….ଆପଣାନ୍ତୁ ଏହି ଉପାୟ

ଶୀତଦିନେ କେଶ ଝଡିବା ସମସ୍ୟା ଅଧିକ ହୋଇଥାଏ। ଏହାର ମୁଖ୍ୟ କାରଣ ହେଉଛି ରୁପି। ବାୟୁମଣ୍ଡଳରେ ଥଣ୍ଡାର ପ୍ରଭାବ ଯୋଗୁଁ କେଶମୂଳ ଅଧିକ ଶୁଷ୍କ ହୋଇ ଏପରି ହୋଇଥାଏ। ତେଣୁ ରୁପି ଦୂର କରିବା ପାଇଁ
ଜାଣି ରଖନ୍ତୁ କିଛି ଘରୋଇ ଉପାୟ…

ଦହି ସହିତ ମହୁ ମିଶାଇ କେଶ ମୂଳରେ ଭଲଭାବେ ଲଗାନ୍ତୁ। ୨୦ ମିନିଟ୍‌ ରଖିବା ପରେ ଧୋଇ ଦିଅନ୍ତୁ। ଦହିରେ ଥିବା ପ୍ରୋବାୟୋଟିକ୍‌ କେଶକୁ ମୂଳରୁ ମଜବୁତ କରିବା ସହିତ ମହୁ କେଶକୁ ମଶ୍ଚରାଇଜ୍‌ କରିବ।
ରୁପି ଦୂର କରିବାରେ ମେଥି ବେଶ୍‌ ଫଳପ୍ରଦ ହୋଇଥାଏ। ଏଥିପାଇଁ ମେଥିକୁ ରାତିରୁ ଭିଜାଇ ରଖନ୍ତୁ। ସକାଳୁ ଏହାକୁ ଛାଣି ଏଥିରେ ନିମ୍ବପତ୍ର ମିଶାଇ ଗ୍ରାଇଣ୍ଡିଂ କରି ଦିଅନ୍ତୁ। ଏଥିରେ ଲେମ୍ବୁ ରସ ମିଶାଇ କେଶ ମୂଳରେ ଲଗାନ୍ତୁ। ଅଧଘଣ୍ଟା ପରେ ଧୋଇ ଦିଅନ୍ତୁ। ସପ୍ତାହକୁ ଥରେ ଏହାକୁ ଲଗାଇଲେ କିଛି ଦିନ ପରେ ରୁପି ସମସ୍ୟା ଦୂର ହୋଇଯିବ।
ରୁପି ସମସ୍ୟା ଦୂର କରିବା ପାଇଁ ହେଲେ ଲେମ୍ବୁ ଓ ଟ୍ରି ଟ୍ରି ଅଏଲ୍‌ ମାସ୍କ ବହୁତ ଭଲ। ଲେମ୍ବୁ ରସକୁ ନଡିଆ ତେଲରେ ମିଶାଇ ଲଗାଇ ପାରିବେ। ଲେମ୍ବୁ କେଶ ମୂଳରେ ଥିବା ପିଏଚ୍‌ ଲେବଲ ବାଲାନ୍ସ ହୋଇ ରହିିଥାଏ। ତେଣୁ ରୂପି ସମସ୍ୟା ଦୂର ହୋଇଥାଏ।
ନିମ୍ବ ଓ ଅଁଳା ଗୁଣ୍ଡ ସହିତ ଏଲୋବେରା ଜେଲ ମିଶାଇ କେଶରେ ଲଗାନ୍ତୁ। ଏହି ହେୟାର ପ୍ୟାକ୍‌କୁ ଲଗାଇ ୩୦ ମିନିଟ୍‌ ପରେ ଧୋଇ ଦିଅନ୍ତୁ। ରୁପି ଦୂର ହେବା ସହିତ କେଶ ମଜବୁତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!

ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି…

ବଚ୍ଚନ ହତ୍ୟା ମାମଲାର ରାୟ ପ୍ରକାଶ: ଦୁଇ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ବିବଶ୍ବତ ଗୌତମ ଗୁରୁବାର ଏକ ହତ୍ୟା ମାମଲାର ଶୁଣାଣି କରି ଚୂଡାନ୍ତ ରାୟ ପ୍ରକାଶ…

ଛାତ୍ରୀଙ୍କ ପ୍ରତି ଅନୁପଯୁକ୍ତ ଆଚରଣ ଅଭିଯୋଗରେ ଡିୟୁ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ନୂଆଦିଲ୍ଲୀ,୧୨।୧୧: ଦିଲ୍ଲୀ ବିଶ୍ୱବିଦ୍ୟାଳୟ (DU) ଅଧୀନସ୍ଥ ସତ୍ୟବତୀ କଲେଜର ଜଣେ ପ୍ରଫେସରଙ୍କ ବିରୁଦ୍ଧରେ ଜଣେ ଛାତ୍ରୀଙ୍କ ପ୍ରତି ଅନୁଚିତ ଆଚରଣ କରିଥିବା ନେଇ ଅଭିଯୋଗ ଆସିବା ପରେ,…

‘ଏକ୍ସ’ (X) ୟୁଜର୍ସଙ୍କ ଅନୁରୋଧ ପୂରଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ସାମ ପିତ୍ରୋଡାଙ୍କ ମଧ୍ୟରେ ସୋସିଆଲ ମିଡିଆରେ ହୋଇଥିବା ଆଦାନପ୍ରଦାନ ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?