ଆପଣଙ୍କର ଏଭଳି କୁଅଭ୍ୟାସ ଅଛି କି? ବିଗିଡ଼ିଯିବ ସବୁ କାମ; କେଉଁଠି ବି ମିଳିବନାହିଁ ଖୁସି…

ଜୀବନର ମୂଲ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ସେ ନିଜର ନୀତିଶାସ୍ତ୍ର ଅର୍ଥାତ ଚାଣକ୍ୟନୀତିର ୧୩ତମ ଅଧ୍ୟାୟରେ ଲେଖିଥିବା ଏକ ଶ୍ଳୋକରେ ମନୁଷ୍ୟର ଏକ ଅଭ୍ୟାସ ବିଷୟରେ କହିଛନ୍ତି। ଯାହାକୁ ନେଇ ସେ ସବୁବେଳେ ଅସୁବିଧାରେ ପଡ଼ିଥାଏ ଏବଂ ଦୁଃଖୀ ହୋଇଥାଏ। ଏହି ଅଭ୍ୟାସ ଯୋଗୁ ତା କାମ ଖରାପ ହୋଇଯାଇଥାଏ। ସଫଳତା ମିଳି ନ ଥାଏ। ଏହାସହ ନାନାଦି ସମସ୍ୟା ମୁଣ୍ଡ ଟେକିଥାଏ। ଜାଣନ୍ତୁ ସେ ବିଷୟରେ..

ଚାଣକ୍ୟ ଏକ ଶ୍ଳୋକରେ କହିଛନ୍ତି, ମନ ଚଞ୍ଚଳ। ତାର ଚଞ୍ଚଳତା ଉପରେ ଯାହାର ନିୟନ୍ତ୍ରଣ ରହିଛି, ସେହି ବ୍ୟକ୍ତି ଜୀବନରେ ସଫଳ ହୋଇଥାଏ। ଏଣୁ ମନୁଷ୍ୟର ଚିତ୍ତ ସ୍ଥିର ରହିବା ଆବଶ୍ୟକ। ନ ହେଲେ ଅନ୍ୟର ସୁଖରେ ମଧ୍ୟ ସେ ଦୁଃଖୀ ହୋଇଥାଏ। ଏଭଳି ଲୋକକୁ ମଣିଷ ମାନଙ୍କ ମଧ୍ୟରେ ନା ଜଙ୍ଗଲରେ କେଉଁଠି ବି ସୁଖ ମିଳେ ନାହିଁ।

ଚାଣକ୍ୟଙ୍କ ଅନୁଯାୟୀ, ସମାଜରେ ରହିବା ବେଳେ ଲୋକମାନେ ତାଙ୍କୁ କଷ୍ଟ ଦିଅନ୍ତି। ଜଙ୍ଗଲରେ ଏକୁଟିଆପଣ ତାଙ୍କୁ ଦୁଃଖ ଦେଇଥାଏ। ସେ ଅନ୍ୟର ସେ ଖୁସି ଦେଖିପାରେ ନାହିଁ। ଏଣୁ ମଣିଷକୁ ନିଜର ଚିତ୍ତ ଅର୍ଥାତ ମନକୁ ନିୟନ୍ତ୍ରଣରେ ରଖିବା ଆବଶ୍ୟକ।

ଚାଣକ୍ୟ ଧନ ବିଷୟରେ କହିଛନ୍ତି, ନୀଚ ଲୋକମାନଙ୍କପାଇଁ ଧନ ଅର୍ଥାତ ଟଙ୍କା ସବୁକିଛି ହୋଇଥାଏ। ଏଥିନେଇ ଏହାକୁ ପାଇବା ପାଇଁ ସେ ଠିକ୍‌ ଏବଂ ଭୁଲ ନ ଦେଖି ଆଗକୁ ବଢ଼ିଥାଏ।

କିଛି ଲୋକ ସମ୍ମାନକୁ ବିକ୍ରି କରି ଧନ ଚାହିଁ ନ ଥାନ୍ତି। ସେଭଳି ଲୋକଙ୍କୁ ଟଙ୍କା ଏବଂ ସମ୍ମାନ ଉଭୟ ଆବଶ୍ୟକତା ରହିଥାଏ। ହେଲେ ମହାପୁରୁଷ ମାନଙ୍କର ଧନକୁ ନେଇ ଲୋଭ ନ ଥାଏ। ତାଙ୍କ ପାଇଁ ସମ୍ମାନ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ତାହା ହିଁ ସେମାନଙ୍କ ଧନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri