ଘରେ ଏମିତି ଭାବେ ରଖୁଛନ୍ତି କି ଜୋତା : ମାଡ଼ି ଆସିବ ବିପଦ

ବାସ୍ତୁ ଅନୁଯାୟୀ, ସମସ୍ତ ଜିନିଷକୁ ଏକ ନିର୍ଦ୍ଦିଷ୍ଟ ଦିଗରେ ଏବଂ ଘରେ ଉପଯୁକ୍ତ ସ୍ଥାନରେ ରଖିବା ଶୁଭ ବୋଲି ବିବେଚନା କରାଯାଏ। ଘରେ ଜୋତା ଏବଂ ଚପଲ ରଖିବା ପାଇଁ ମଧ୍ୟ ବାସ୍ତୁଶାସ୍ତ୍ରରେ ଉପଯୁକ୍ତ ସ୍ଥାନ ରହିଛି। ପ୍ରାୟତଃ ଲୋକମାନେ ଜୋତା ଏବଂ ଚପଲକୁ ଘର ଭିତରକୁ ନେଇ ଆସିଥାନ୍ତି ମାତ୍ର ଏପରି କରିବା ବିପଦକୁ ଡ଼ାକିବା ବା ବିପଦ ମାଡ଼ିଆସିବା ସଙ୍ଗେ ସମାନ।

ଆସନ୍ତୁ ଜାଣିବା ଜୋତା ଏବଂ ଚପଲ ସମ୍ବନ୍ଧୀୟ ଉପଯୋଗୀ ବାସ୍ତୁ ବିଚାର।

> ଘର ବାହାରେ ଅସଜଡା ଭାବରେ ପଡ଼ିଥିବା ଜୋତା କିମ୍ବା ଚପଲ ନକାରାତ୍ମକ ପ୍ରଭାବ ପକାଏ। ତେଣୁ, ସେଗୁଡ଼ିକ ସର୍ବଦା ଏକ କୋଣରେ ସଜଡ଼ା ହୋଇ ରଖିବା ଉଚିତ।

> ଜୋତା, ଚପଲ ଏଠାରେ ସେଠାରେ ଛିନ୍ନ ବିଛିନ୍ନ ହୋଇ ପଡିଥିଲେ। ଶନିଙ୍କର କୂପ୍ରଭାବ ପଡ଼ିଥାଏ।

> ବ୍ୟବହୃତ ଜୋତା ଏବଂ ଚପଲକୁ ସଠିକ ସ୍ଥାନରେ, ସର୍ବଦା ପଶ୍ଚିମ ଦିଗରେ ରଖିବା ଉଚିତ୍‌।

> ପୁରୁଣା ଜୋତା ଏବଂ ଚପଲ ରଖିବା ଦ୍ୱାରା ଘରେ ନକାରାତ୍ମକ ଶକ୍ତି ରହିଥାଏ ଏହା ସହିତ, ସମସ୍ୟା ଲାଗି ରହିଥାଏ।

> ଜୋତା ଏବଂ ଚପଲର ଆଲମିରା, ପୂଜା ଏବଂ ରୋଷେଇ ଘରର କାନ୍ଥ ପାଖରେ ରଖିବା ଉଚିତ୍‌ ନୁହେଁ ।

> ଆପଣ ଶୋଇଥିବା ଶଯ୍ୟା ତଳେ ଜୋତା ଏବଂ ଚପଲ ରଖନ୍ତୁ ନାହିଁ ସ୍ବାସ୍ଥ୍ୟ ଖରାପ ହେବ। ପଡ଼େ ଶନିଙ୍କ କୂପ୍ରଭାବ

> ଘରର ପୂର୍ବ, ଉତ୍ତର, ଉତ୍ତର କିମ୍ବା ପୂର୍ବ କୋଣରେ କେବେବି ଜୋତା ରଖନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri