Posted inଫୁରସତ

ଆପଣ ଜାଣିଛନ୍ତି କି ପୃଥିବୀରେ ପିମ୍ପୁଡ଼ିଙ୍କ ସଂଖ୍ୟା କେତେ?

ପୃଥିବୀରେ ପିମ୍ପୁଡ଼ିଙ୍କ ସଂଖ୍ୟା ଅଧିକ ରହିଛି ବୋଲି ଆମେ ଶୁଣିଛେ। ଯାହାକୁ ଆକଳନ କରିବା ଆମ ପକ୍ଷେ ସମ୍ଭବ ନୁହେଁ। ଏକ ଅଧ୍ୟୟନରୁ ଜଣାପଡିଛି ଯେ, ପୃଥିବୀରେ ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ କିମ୍ବା ୨୦ କ୍ୱାଡ୍ରିଲିଅନ ପିମ୍ପୁଡ଼ି ଅଛନ୍ତି ବୋଲି ଅନୁମାନ କରାଯାଇଛି। ଏହା ଜନସଂଖ୍ୟା ତୁଳନାରେ ୨.୫ ମିଲିୟନ ଗୁଣ ଅଧିକ । ହେଲେ ଏମାନଙ୍କ ସଠିକ୍‌ ସଂଖ୍ୟା କହିବା କଷ୍ଟକର ଅଟେ। ଅଷ୍ଟ୍ରେଲିଆ, ଜର୍ମାନୀ ଏବଂ ହଂକଂର ଏକ ଅନୁସନ୍ଧାନକାରୀ ଦଳ ୪୮୯ ଅଧ୍ୟୟନର ବିଶ୍ଳେଷଣ କରିଥିଲେ। ଯାହା ସମସ୍ତ ଦେଶର ବିଭିନ୍ନ ବାସସ୍ଥାନରେ ମାଟି ଏବଂ ଗଛରେ ବାସ କରୁଥିବା ପିମ୍ପୁଡ଼ି ଉପରେ ତଥ୍ୟ ସଂଗ୍ରହ କରିଥିଲା। ଏହି ଅନୁସନ୍ଧାନ ବୈଜ୍ଞାନିକମାନଙ୍କୁ ଇକୋସିଷ୍ଟମରେ ପିମ୍ପୁଡ଼ିର ଭୂମିକା ବାବଦରେ ଜାଣିବାକୁ ସାହାଯ୍ୟ କରିପାରିବ ଏବଂ ଜଳବାୟୁ ପରିବର୍ତ୍ତନ ଭଳି ବିପଦ ସମୟରେ ଏହି କୀଟପତଙ୍ଗ ଏବଂ ଅନ୍ୟମାନେ କିପରି ପ୍ରଭାବିତ ହୋଇଥାନ୍ତି ତାହାର ଆକଳନ କରିବାର ଏକ ଉପାୟ ପ୍ରଦାନ କରିବ। ଅନୁସନ୍ଧାନକାରୀ କହିବା ଅନୁଯାୟୀ, ପୃଥିବୀର ସମୁଦାୟ ପିମ୍ପୁଡ଼ି ପ୍ରକୃତରେ ପୃଥିବୀର ସମସ୍ତ ବଣୁଆ ପକ୍ଷୀ ଏବଂ ସ୍ତନ୍ୟପାୟୀ ପ୍ରାଣୀଙ୍କଠାରୁ ଅଧିକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri