ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍‌ନୀ କାର୍ଯ୍ୟରହିତ ହୋଇ ପଡ଼ିଥିଲେ ମଧ୍ୟ ଅନ୍ୟ କିଡ୍‌ନୀଟି ସନ୍ତୋଷଜନକ ଭାବରେ କାର୍ଯ୍ୟ କରି ଚାଲିଥିବାରୁ କିଡ୍‌ନୀ ଅସୁସ୍ଥତା ବିଷୟରେ କୌଣସି ସୂଚନା ନ ମିଳିବା କିଛି ଅସ୍ବାଭାବିକ ନୁହେଁ। ଦୁଇଟିଯାକ କିଡ୍‌ନୀ ସୁସ୍ଥ ଭାବରେ କାମ କରି ଚାଲିଥିବାବେଳେ ବିଭିନ୍ନ କାରଣବଶତଃ ଏହା ହଠାତ୍‌ ଅକାମୀ ହୋଇପଡ଼େ। ଏପରି ଅବସ୍ଥାକୁ କୁହାଯାଏ ‘ଆକ୍ୟୁଟ ରେନାଲ ଫେଲ୍ୟୁଓର୍‌’ ବା ଏ.ଆର୍‌.ଏଫ୍‌। କିଡ୍‌ନୀ ମଧ୍ୟ ଦେଇ ଯଥେଷ୍ଟ ରକ୍ତ ପ୍ରଭାବିତ ହୋଇ ନ ପାରିବା ଯୋଗୁ ଏହାର ଅକ୍ଷମତା ଉପୁଜେ। ତରଳ ଝାଡ଼ାବାନ୍ତି ଯୋଗୁ ଡିହାଇଡ଼୍ରେସନ୍‌ ହେବା, ଶରୀରରୁ ଅଧିକ ରକ୍ତକ୍ଷୟ ଘଟିବା, ଚର୍ମର ବେଶି ଅଂଶ ପୋଡ଼ିଯିବା, ସଂକ୍ରମଣ ବଢ଼ି ସେପ୍ଟିସିମିଆ ହେବା, ବିଷ ଖାଇବା ଇତ୍ୟାଦି କାରଣରୁ ଆକ୍ୟୁଟ୍‌ କିଡ୍‌ନୀ ଅକ୍ଷମତା ପ୍ରକାଶ ପାଇଥାଏ। ପରିସ୍ରାର ପରିମାଣ କମିଯିବା, ଆଉ ଉଠିବା, ବାନ୍ତି ହେବା, ଭୋକ ମରିଯିବା, ଦୁର୍ବଳତା ଅନୁଭବ କରିବା, ନିଦୁଳିଆ ଲାଗିବା, ଶ୍ୱାସକଷ୍ଟ ହେବା, ପାଦ ଫୁଲିବା ଆଦି ଏହାର କେତୋଟି ସାଧାରଣ ଲକ୍ଷଣ। ଅନ୍ୟପକ୍ଷରେ ରକ୍ତଚାପ ବଢ଼ି ଦୀର୍ଘଦିନ ଧରି ଅନିୟନ୍ତ୍ରିତ ଅବସ୍ଥାରେ ରହିଲେ, ଡାଇବେଟିସ୍‌ ନିୟନ୍ତ୍ରଣରେ ନ ଥିଲେ, କିଡ୍‌ନୀ ବାରମ୍ବାର ସଂକ୍ରମିତ ହେଲେ କିମ୍ବା ଯନ୍ତ୍ରଣା କମେଇବା ପାଇ ଅଧିକାଂଶ ସମୟରେ ପେନ୍‌କିଲର୍‌ ଓଷଧ ଖାଇଲେ ଏହାର ଆଶଙ୍କା ଅଧିକ ଥାଏ। ଏପରି ଅବସ୍ଥାକୁ କୁହାଯାଏ ଦୀର୍ଘକାଳୀନ କିଡ୍‌ନୀ ଅକ୍ଷମତା ବା ‘କ୍ରନିକ୍‌ ରେନାଲ୍‌ ଫେଲ୍ୟୁଓର୍‌’ (ସି.ଆର୍‌.ଏଫ୍‌.)।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?