ଘରକୁ ଆକର୍ଷଣୀୟ କରିବା ପାଇଁ ଏହାର ପ୍ରତି ରୁମ୍, କାନ୍ଥ, ବାଡ଼, ଛାତରେ ଆମେ ବିଭିନ୍ନ ପ୍ରକାରର ରଙ୍ଗ ଦେଇଥାଉ। ହେଲେ ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ପ୍ରତି ରୁମ୍ରେ ସବୁ ପ୍ରକାରର ରଙ୍ଗ ଦେଇହେବ ନାହିଁ। କେଉଁ ରୁମ୍ରେ କେଉଁ ରଙ୍ଗ ଦେଲେ ଶୁଭ ହୁଏ ଜାଣନ୍ତୁ ସେ ସମ୍ପର୍କରେ…
* ପୂଜାଘର ଶାନ୍ତି ଓ ପବିତ୍ରତାର ପ୍ରତୀକ ହୋଇଥାଏ। ତେଣୁ ଏହି ଘରର ସୌନ୍ଦର୍ଯ୍ୟ ଓ ଗୁଣବତ୍ତାକୁ ଆହୁରି ବଢାଇବା ପାଇଁ ଏହି ଘରେ ହାଲ୍କା ନୀଳ, ଧଳା କିମ୍ବା ହାଲ୍କା ସବୁଜ ରଙ୍ଗ ଲଗାଇବା ଶୁଭଫଳ ପ୍ରଦାନ କରିଥାଏ। * ବାସ୍ତୁଶାସ୍ତ୍ର ଅନୁଯାୟୀ, ଲିଭିଂ ରୁମ୍ର ସକାରାତ୍ମକ ଗୁଣ ବୃଦ୍ଧି କରିବା ପାଇଁ ଏହି ରୁମ୍ରେ ଧଳା, ହଳଦିଆ, ହାଲ୍କା ନୀଳ ଅଥବା ହାଲ୍କା ସବୁଜ ରଙ୍ଗ ଲଗାଇବା ଶୁଭ ହୋଇଥାଏ। ଯେତେ ସମ୍ଭବ ଗାଢ ରଙ୍ଗର ପ୍ରୟୋଗ ଏହି ରୁମ୍ରେ ନ କରିବା ଭଲ। * ରୋଷେଇ ଘରେ ଯେହେତୁ ଅଗ୍ନି ଦେବଙ୍କର ବାସ ଥାଏ, ତେଣୁ ଏହି ଘରେ ହଳଦିଆ, ନାରଙ୍ଗୀ, ନାଲି ଅଥବା କେଶରୀୟା ରଙ୍ଗ ଲଗାଇବା ଶୁଭ ହୋଇଥାଏ। କଳା କିମ୍ବା ଅନ୍ୟ କୌଣସି ଗାଢ ରଙ୍ଗ ଏହି ଘରେ ଲଗାଇବେ ନାହିଁ। * ନବ ବିବାହିତା ଦମ୍ପତିଙ୍କ ବେଡରୁମ୍ରେ ହାଲ୍କା ଗୋଲାପୀ କିମ୍ବା ହାଲ୍କା ଲାଲ୍ ରଙ୍ଗ ଲଗାଇବା ଶୁଭ ହୋଇଥାଏ। ଆବଶ୍ୟକ କ୍ଷେତ୍ରରେ ଏହି ରୁମ୍ରେ ଅନ୍ୟ ଯେ କୌଣସି ହାଲ୍କା ରଙ୍ଗ ମଧ୍ୟ ବ୍ୟବହାର କରିହେବ। କିନ୍ତୁ ଭୁଲ୍ରେ କେବେ ବି କଳା କିମ୍ବା ଗାଢ ବାଇଗଣୀ ରଙ୍ଗ ବ୍ୟବହାର କରିବେ ନାହିଁ। ଏହା ସମ୍ପର୍କରେ ଭୁଲ୍ ବୁଝାମଣା ସୃଷ୍ଟି କରିଥାଏ ବୋଲି ବିଶ୍ୱାସ କରାଯାଏ।
ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ
ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...
ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ
ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍ ପକ୍ଷରୁ ଏକ...
୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ
ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...
ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…
ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...
‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ
ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...
ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…
ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...
ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…
ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...
ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ
ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...
Archives


