ସାତ ଘଣ୍ଟାରୁ କମ୍‌ ଶୋଉଛନ୍ତି କି.. ଦେଖାଦେଇପାରେ ଏସବୁ ସମସ୍ୟା

ସୁନିଦ୍ରା ସୁସ୍ଥ ଜୀବନର ଚାବିକାଠି। କାରଣ ସୁସ୍ଥ ଏବଂ ନିରୋଗ ରହିବା ସକାଶେ ପ୍ରତ୍ୟେହ ଆବଶ୍ୟକ ମୁତାବକ ନିଦ୍ରାର ଆବଶ୍ୟକତା ରହିଛି। ମାତ୍ର ଆଜିକାଲିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା କାରଣରୁ ଅନେକେ ନିଜର ଶୋଇବା ପ୍ରତି ଧ୍ୟାନ ଦିଅନ୍ତି ନାହିଁ। ଫଳରେ ନିଦ୍ରାହିନତା ଏକ ଅଭ୍ୟାସରେ ପରିଣତ ହୋଇଥାଏ। ମାତ୍ର ଏପରି କରିବା ଅନୁଚିତ। ସ୍ବାସ୍ଥ୍ୟଗତ କାରଣରୁ ଏହା ବିଭିନ୍ନ ରୋଗର କାରଣ ହୋଇପାରେ।

କୁହାଯାଏ ଶୀଘ୍ର ଶୋଇ ସୂର୍ଯ୍ୟଦୋୟ ପୂର୍ବରୁ ଶର୍ଯ୍ୟା ତ୍ୟାଗ କରିବା ଉଚିତ୍‌। ହେଲେ ପ୍ରତ୍ୟେହ ଶରୀରକୁ ୭ ଘଣ୍ଟାର ବିଶ୍ରାମ ଦେବା ଆବଶ୍ୟକ। କହିବାର ତାତ୍ପର୍ଯ୍ୟ ୭ ଘଣ୍ଟା ଶୋଇବା ନିହାତି ଜରୁରୀ। ଯଦି ଏପରି ନ କରୁଥାନ୍ତି ତେବେ ଏସବୁ ସମସ୍ୟା ପ୍ରତି ଧ୍ୟାନ ଦିଅନ୍ତୁ।

-ମଧୁମେହ ପ୍ରକାର-୨ ଏବଂ ହୃଦରୋଗ ଆଶଙ୍କା ବଢ଼ିଥାଏ।
– ପାଚନତନ୍ତ୍ର ଓ ପାଚନକ୍ରିୟା ପ୍ରଭାବିତ ହୋଇଥାଏ।
– କମ୍‌ ବୟସରେ ବାର୍ଦ୍ଧକ୍ୟ ଏବଂ ମୃତ୍ୟୁ କରିଥାଏ।
-ଜନ୍ମଧାରଣ କ୍ଷମତା ପ୍ରଭାବିତ ହୋଇଥାଏ।
-ଶରୀରରେ ଚର୍ବି ପରିମାଣ ବୃଦ୍ଧି ପାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?