କୋଲେଷ୍ଟରଲ୍‌ ନିୟନ୍ତ୍ରଣ କରିବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ସହଜ ଉପାୟ…

ଆମ ଶରୀରରେ କୋଲେଷ୍ଟରଲ ପରିମାଣ ନିୟନ୍ତ୍ରଣରେ ରହିବା ନିହାତି ଦରକାର। ତେବେ ଏହାର ଏକ ସରଳ ତଥା ସହଜ ଉପାୟ ହାତ ପାଆନ୍ତାରେ ରହିଛି। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିୟମିତ ସକାଳୁ ଖାଲି ପେଟରେ ଉଷୁମ ପାଣି ପିଅନ୍ତି, ତେବେ ତାଙ୍କ ଶରୀରରେ କୋଲେଷ୍ଟରଲ ପରିମାଣ କେତେକାଂଶରେ ନିୟନ୍ତ୍ରଣରେ ରହେ। ଲଣ୍ଡନ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ସର୍ଭେରୁ ଏ କଥା ଜଣାପଡ଼ିଛି। ଏହି ସମୟରେ ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ନିୟମିତ ଉଷୁମ ପାଣି ପିଉଥିବା କେତେକ ବ୍ୟକ୍ତିଙ୍କୁ ସର୍ଭେ ପରିସରଭୁକ୍ତ କରିଥିଲେ। ଅନ୍ୟପକ୍ଷରେ ନିୟମିତ ସମୟ ବ୍ୟବଧାନରେ ସେମାନଙ୍କର କୋଲେଷ୍ଟରଲ ପରିମାଣ କେତେ ରହୁଛି ତାହା ମଧ୍ୟ ପରୀକ୍ଷା କରାଯାଇଥିଲା। ପରିଶେଷରେ ସେମାନଙ୍କ ମଧ୍ୟରୁ ପ୍ରାୟ ୪୦ ପ୍ରତିଶତ ବ୍ୟକ୍ତିଙ୍କର କୋଲେଷ୍ଟରଲ କେତେକାଂଶରେ ନିୟନ୍ତ୍ରଣକୁ ଆସିଥିଲା ବୋଲି ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେବଳ ସେତିକି ନୁହେଁ, ନିୟମିତ ଉଷୁମ ପାଣି ପିଇଲେ ତାହା ପାଚନ କ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ। ତା’ସହ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ଏହା ମଧ୍ୟ ସାହାଯ୍ୟ କରେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ

ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

ପୁରୁଷୋତ୍ତମପୁର ସବ-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: ବନ୍ଧାହେବେ ଦୂର୍ନିତିକାରୀ

ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ...

‘ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ’

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।...

ଏବିଡିଓଙ୍କ ନାମରେ ସଙ୍ଗୀନ ଅଭିଯୋଗ: ବିବାହ ପ୍ରମାଣପତ୍ର ପାଇଁ…

ଛତ୍ରପୁର/ପୁରୁଷୋତ୍ତମପୁର,୬।୧( ଦିଲ୍ଲୀପ ସାମଲ /ସବିତା ମିଶ୍ର): ପଇସା ଦିଅ ସାର୍ଟିଫିକେଟ ନିଅ। ଏପରି ସଙ୍ଗୀନ ଅଭିଯୋଗ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତପୁର ଏବିଡିଓଙ୍କ ନାମରେ। ଏନେଇ...

ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…

ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା...

୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଚେତାବନୀ, ୩ୟ ବିଶ୍ୱଯୁଦ୍ଧରେ ଛାରଖାର ହୋଇଯିବ ବିଶ୍ୱ!

ବାବା ଭାଙ୍ଗାଙ୍କ ନାମ ଉଲ୍ଲେଖ ବିଶ୍ୱବ୍ୟାପୀ ଚିନ୍ତାକୁ ଆକର୍ଷିତ କରୁଛି। ୨୦୨୬ ବର୍ଷ ପାଇଁ ତାଙ୍କର କଥିତ ଭବିଷ୍ୟବାଣୀ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri