କୋଲେଷ୍ଟରଲ୍‌ ନିୟନ୍ତ୍ରଣ କରିବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ସହଜ ଉପାୟ…

ଆମ ଶରୀରରେ କୋଲେଷ୍ଟରଲ ପରିମାଣ ନିୟନ୍ତ୍ରଣରେ ରହିବା ନିହାତି ଦରକାର। ତେବେ ଏହାର ଏକ ସରଳ ତଥା ସହଜ ଉପାୟ ହାତ ପାଆନ୍ତାରେ ରହିଛି। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିୟମିତ ସକାଳୁ ଖାଲି ପେଟରେ ଉଷୁମ ପାଣି ପିଅନ୍ତି, ତେବେ ତାଙ୍କ ଶରୀରରେ କୋଲେଷ୍ଟରଲ ପରିମାଣ କେତେକାଂଶରେ ନିୟନ୍ତ୍ରଣରେ ରହେ। ଲଣ୍ଡନ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ସର୍ଭେରୁ ଏ କଥା ଜଣାପଡ଼ିଛି। ଏହି ସମୟରେ ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ନିୟମିତ ଉଷୁମ ପାଣି ପିଉଥିବା କେତେକ ବ୍ୟକ୍ତିଙ୍କୁ ସର୍ଭେ ପରିସରଭୁକ୍ତ କରିଥିଲେ। ଅନ୍ୟପକ୍ଷରେ ନିୟମିତ ସମୟ ବ୍ୟବଧାନରେ ସେମାନଙ୍କର କୋଲେଷ୍ଟରଲ ପରିମାଣ କେତେ ରହୁଛି ତାହା ମଧ୍ୟ ପରୀକ୍ଷା କରାଯାଇଥିଲା। ପରିଶେଷରେ ସେମାନଙ୍କ ମଧ୍ୟରୁ ପ୍ରାୟ ୪୦ ପ୍ରତିଶତ ବ୍ୟକ୍ତିଙ୍କର କୋଲେଷ୍ଟରଲ କେତେକାଂଶରେ ନିୟନ୍ତ୍ରଣକୁ ଆସିଥିଲା ବୋଲି ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେବଳ ସେତିକି ନୁହେଁ, ନିୟମିତ ଉଷୁମ ପାଣି ପିଇଲେ ତାହା ପାଚନ କ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ। ତା’ସହ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ଏହା ମଧ୍ୟ ସାହାଯ୍ୟ କରେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri