ନିଜକୁ ଡାକ୍ତର କହି ୫ ରାଜ୍ୟରେ ରଖିଛନ୍ତି ୧୩ ସ୍ତ୍ରୀ, ଠକିଛନ୍ତି ବହୁ କୋଟି ଟଙ୍କା

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ନିଜକୁ ଡାକ୍ତର କହି ଲୋକଙ୍କୁ କୋଟି କୋଟି ଟଙ୍କା ଠକିଥିବା ଜଣେ କୁଖ୍ୟାତ ଠକକୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ କେନ୍ଦ୍ରାପଡ଼ା ଜିଲା ଭଗବାନପୁରର ରମେଶ ଚନ୍ଦ୍ର ସାଇଁ (୬୧)।

ଖବର ଅନୁଯାୟୀ, ରମେଶ ଦୀର୍ଘ ୨୦ ବର୍ଷ ହେବ କୋଟି କୋଟି ଟଙ୍କାର ଠକେଇ କରି ଆସୁଛନ୍ତି। ଏଥି ସହିତ ତାଙ୍କର ୫ ରାଜ୍ୟରେ ୧୩ ସ୍ତ୍ରୀ ରଖିଥିବା ଜଣାପଡ଼ିଛି। ସ୍ତ୍ରୀମାନେ କେହି କାହା ବିଷୟରେ କିଛି ଜାଣି ନାହାନ୍ତି । ସଂପୃକ୍ତ ୧୩ ସ୍ତ୍ରୀଙ୍କ ମଧ୍ୟରେ ଡାକ୍ତର, ଓକିଲ ଓ ମଡେଲ ରହିଛନ୍ତି। ବିଭିନ୍ନ ଠକେଇ ମାମଲାରେ ୨୦୧୧ ମସିହାରେ ଆନ୍ଧ୍ର ପୋଲିସ ଗରିଫ କରିଥିବା ଜଣାପଡ଼ଛି। ଆନ୍ଧ୍ର ପ୍ରଦେଶ ,କର୍ଣ୍ଣାଟକ, ଓଡ଼ିଶାରେ ନକଲି ଡାକ୍ତର ରମେଶ ଲିଙ୍କ୍‌ ମିଳିଛି। ତେବେ ଏହି ରସିକିଆ ଡାକ୍ତରଙ୍କୁ ବାନ୍ଧିବାରେ କମିଶନରେଟ ପୋଲିସ ସଫଳ ହୋଇଛି । ଏ ବାବଦରେ ପୋଲିସ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ସୋମବାର ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ଏନେଇ ଖବରଦାତା ସମ୍ମିଳନୀ କରିବେ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ

ବାଲେଶ୍ୱର ଅଫିସ,୧୧।୮: ବାଲେଶ୍ୱର ଜିଲାର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ବୁଧବାର ଦୂରଗାମୀ ସବ୍ନିକ କ୍ରୁଜ ମିସାଇଲ ନିର୍ଭୟର ପରୀକ୍ଷଣ କରାଯାଇଛି ।...

ମାଓବାଦୀ କ୍ୟାମ୍ପ ଠାବ, ବିପୁଳ ସାମଗ୍ରୀ ଜବତ

ଭବାନୀପାଟଣା,୧୦ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେପୁର ଥାନା ଅଞ୍ଚଳର ପାହାଡ଼ପଦର ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ଗତିବିଧି ଥିବା ଖବର ପାଇ କଳାହାଣ୍ଡି ଏସ୍‌ପି ଅଭିଳାଷ ଜୀ’ଙ୍କ ନିର୍ଦ୍ଦେଶ...

ଶନିବାର ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। orissaresults.nic.in...

ପୋଲିସ ଉପସ୍ଥିତିରେ ଗୋଷ୍ଠୀ ସଂଘର୍ଷ

ବାଲିପାଟଣା,୪ା୧୧(ଡି.ଏନ୍‌.ଏ.): ବାଲିପାଟଣା ଥାନା ଅଧୀନ ମାର୍ଥାପୁର ଗ୍ରାମରେ ସୋମବାର ରାତିରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଆହତ ୧୨ଜଣଙ୍କୁ ଚିକିତ୍ସା...

ଫୁଲୁଛି ମହାନଦୀ: ପୁରୀରେ ସମ୍ଭାବ୍ୟ ବନ୍ୟାସ୍ଥିତିକୁ ନେଇ ସମୀକ୍ଷା

ପୁରୀ ଅଫିସ,୨୯।୮: ହୀରାକୁଦ ଜଳଭଣ୍ଡାର ଗେଟ୍‌ ଖୋଲିବା ପରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ଆଶଙ୍କା ବଢ଼ିଛି। ପୁରୀ ଜିଲାରେ ବନ୍ୟା ହୋଇପାରେ...

୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ହୋଇଛି। ଏ ନେଇ...

ହାତୀଦାନ୍ତ ପାଇଁ ବଢୁଛି ଶିକାର

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ହାତୀ-ମଣିଷ ଲଢ଼େଇରେ ଉଭୟ ହାତୀ ଓ ମଣିଷ ବଳି ପଡୁଛନ୍ତି। ହାତୀ ପରିବେଶପ୍ରେମୀ ଓ ବନ୍ୟପ୍ରାଣୀପ୍ରେମୀଙ୍କ ସମର୍ଥନ ପାଉଥିବାବେଳେ ମଣିଷ ଦଳମତ ନିର୍ବିଶେଷରେ...

ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଶୁକ୍ରବାର ୨୨ଟି ଜିଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି...

Advertisement
Archives

Model This Week