ସ୍ତ୍ରୀ ହତ୍ୟା ଅଭିଯୋଗରେ ଡାକ୍ତର ଗିରଫ

ଗୋପାଳପୁର,୩।୭: ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଗୋଳନ୍ଥରା ପୋଲିସ ଶନିବାର କେଲୁଆପୁଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଛତ୍ରପୁର ନିକଟସ୍ଥ ମାଧପୁରା ଗ୍ରାମର ଏମ୍‌.ସତ୍ୟଜିତ ସୁବୁଦ୍ଧି(୩୩)।

୨୦୧୭ ଜାନୁୟାରୀରେ ଜି.ଉଦୟଗିରିର ଏସ୍‌.ଦେବସ୍ମିତା ପାତ୍ରଙ୍କ ସହିତ ସତ୍ୟଜିତଙ୍କ ବିବାହ ହୋଇଥିଲା। ପୂର୍ବଭଳି ଶୁକ୍ରବାର ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ସତ୍ୟଜିତ କୌଣସି କାମରେ ବଜାରକୁ ଯାଇଥିବା ବେଳେ ଦେବସ୍ମିତା ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସେ ଗୋଳନ୍ଥରା ଥାନାରେ ଜଣାଇଥିଲେ। ଅନ୍ୟପଟେ ଝିଅକୁ ହତ୍ୟା କରାଯାଇଥିବା ନେଇ ଦେବସ୍ମିତାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏତଲା କ୍ରମେ ଏକ ମାମଲା(ନଂ. ୧୭୮/୨୧) ରୁଜୁ କରି ସତ୍ୟଜିତଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?