ଉଚ୍ଚଶିକ୍ଷା ପାଇଁ ଛୁଟି ନେଇପାରିବେ ଡାକ୍ତର

ଭୁବନେଶ୍ୱର, ୨୬ା୯(ଅସମାପିକା ସାହୁ):ଉଚ୍ଚଶିକ୍ଷା ନିମନ୍ତେ ଯିବାକୁ ଚାହୁଁଥିବା ଡାକ୍ତରଙ୍କୁ ଛୁଟି ମିଳିବ। କେତେଜଣ ପିଜି ଏବଂ ପୋଷ୍ଟ ପିଜି ଡାକ୍ତରଙ୍କ ଅଭିଯୋଗ ଶୁଣିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏଭଳି ନିଷ୍ପତ୍ତି ନେଇଛି। ଏ ସମ୍ପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି, ସ୍ବାସ୍ଥ୍ୟ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଡାକ୍ତରଙ୍କୁ ଉଚ୍ଚଶିକ୍ଷା ପାଇଁ ଛୁଟି ମିଳିପାରିବ। ଏପରିକି ସେମାନଙ୍କ ପ୍ରଥମ ୫ବର୍ଷ ସେବା ମଧ୍ୟରେ ଛୁଟି ନେଇପାରିବେ। ଅର୍ଥ ବିଭାଗର ସହମତିରେ ଏହି ନିଷ୍ପତ୍ତି ନିଆଯାଇଛି। ସର୍ବାଧିକ ୬ବର୍ଷ ଛୁଟି ନେଇହେବ ଏବଂ ତାହା ପୁଣି କାର୍ଯ୍ୟରୁ ଅନୁପସ୍ଥିତ ରହିବା ଦିନରୁ ସର୍ତ୍ତାବଳୀକୁ ଆଧାର କରାଯିବ। ଏହି ଛୁଟି ସମୟ ପଦୋନ୍ନତି ପାଇଁ ମଧ୍ୟ ଗଣନା କରାଯାଇପାରିବ। ତେବେ ଛୁଟି ସମୟରେ ଓଏମ୍‌ଏଚ୍‌ଏସ୍‌/ଓଏମ୍‌ଇଏସ୍‌ କ୍ୟାଡରର ସମସ୍ତ ପିଜି/ପୋଷ୍ଟ ପିଜି ଡାକ୍ତରଙ୍କୁ ଦରମା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri