ଭିଜିଲାନ୍ସ ଜାଲରେ ଡାକ୍ତର: ଗର୍ଭବତୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ପଡିଲେ ଧରା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ(ଗାଇନିକ)ଡାକ୍ତର ଅଶୋକ ଦାସ। ପ୍ରସବ ପାଇଁ ଆସିଥିବା ଜଣେ ମହିଳାଙ୍କ ସ୍ଵାମୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। କଳାହାଣ୍ଡି ଭିଜିଲାନ୍ସ ବିଭାଗ ଏ ନେଇଁ ଅଧିକ ତଦନ୍ତ ଜାରି ରଖିଛି। ଡାକ୍ତରଙ୍କ କ୍ବାର୍ଟର୍ସ ସହ ତାଙ୍କ ଚାମ୍ବରରେ ଭିଜିଲାନ୍ସ ରେଡ୍ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri