Posted inଫୁରସତ

ଡାକ୍ତର କପଲଙ୍କ ପ୍ରି-ଓ୍ବେଡିଂ ଫଟୋଶୁଟ୍‌ କରିବା ପଡ଼ିଲା ମହଙ୍ଗା, ଚାକିରିରୁ ହେଲେ ବିଦା, ଜାଣନ୍ତୁ ପ୍ରକୃତ ଘଟଣା

ଲୋକଙ୍କ ଜୀବନରେ ବିବାହ ଏକ ବିଶେଷ ଦିନ। ଲୋକମାନେ ସେମାନଙ୍କର ବିବାହକୁ ସ୍ମରଣୀୟ କରିବା ପାଇଁ ଅନେକ କିଛି ଆପଣାଉଛନ୍ତି। ଆଜିକାଲି ବିବାହିତ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ଏକ ନୂଆ କ୍ରେଜ ଦେଖାଯାଉଛି। ଯାହା ହେଉଛି ବିବାହ ପୂର୍ବରୁ ଫଟୋଶୁଟ୍‌ । ଲୋକମାନେ ଏହା କରିବାକୁ ଯେକୌଣସି ସ୍ତରକୁ ଯାଆନ୍ତି । କିନ୍ତୁ ପ୍ରି-ଓ୍ବେଡିଂ ଫଟୋଶୁଟ୍‌ କରିବା ଡାକ୍ତର କପଲଙ୍କ ପାଇଁ ମହଙ୍ଗା ପ୍ରମାଣିତ ହୋଇଛି। ଯେତେବେଳେ ତାଙ୍କର ବିବାହ ପୂର୍ବରୁ ଶୁଟିଂର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ସେତେବେଳେ ସ୍ବାସ୍ଥ୍ୟମନ୍ତ୍ରୀ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ବରଖାସ୍ତ କରିଛନ୍ତି। ସୋସିଆଲ ମିଡିଆରେ ଏହି ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି।

ଏହି ଭିଡିଓରେ ଜଣେ ଡାକ୍ତର କପଲ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି। ସେମାନେ ଅପରେଶନ ଥିଏଟରରେ ପ୍ରି-ଓ୍ବେଡିଂ ଫଟୋ ଶୁଟ୍‌ କରୁଛନ୍ତି। ହେଲେ ଏହା ସମ୍ପୂଣ୍ଣ ଅଭିନୟ କରୁଛନ୍ତି। ଏହା ପରେ ଭିଡିଓରେ କପଲଙ୍କ ଫଟୋ ଶୁଟିଂ କରୁଥିବା କ୍ୟାମେରାମ୍ୟାନ୍‌ ସେଠାରେ ଉପସ୍ଥିତ ଥିଲେ। ଏହାକୁ ଦେଖିବା ପରେ ଲାଗୁଛି ଯେ ଡାକ୍ତର ପ୍ରକୃତରେ ଅପରେଶନ କରୁଛନ୍ତି। କିନ୍ତୁ ପରେ ଏହା ପ୍ରକାଶ ପାଇଲା ଯେ ଏହା ଏକ ପ୍ରି-ଓ୍ବେଡିଂ ଫଟୋଶୁଟ୍‌ ଏବଂ ଯେଉଁମାନେ ବିବାହ କରୁଛନ୍ତି ଉଭୟ ଡାକ୍ତର ଅଟନ୍ତି। ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri