ଟିକା ନେଲେ ଡାକ୍ତର, ରାଗିଲେ ପତ୍ନୀ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୮ ।୧: ରାଜଧାନୀ ଦିଲ୍ଲୀର ଜଣେ ବରିଷ୍ଠ ତଥା ନାଁକରା ଡାକ୍ତର ଏକେଲା କରୋନା ଟିକା ନେଇଯିବା ପରେ ତାଙ୍କ ପତ୍ନୀ ଫୋନ୍‌ରେ ହିଁ ତାଙ୍କୁ ଟୁଇସନ କରିଥିବା ଜଣାପଡିଛି । ସବୁଠାରୁ ମଜାକଥା ହେଲା ଯେତେବେଳେ ତାଙ୍କପତ୍ନୀ ତାଙ୍କୁ ଗାଳି ଦେଉଥିଲେ ସେତେବେଳେ ସେ ଲାଇଭ୍ ଥିଲେ ଓ ଡାକ୍ତରଙ୍କ କଥାବାର୍ତ୍ତା ରେକର୍ଡ ହୋଇଯାଇଥିଲା । ଏବେ ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଭଡିଓ ଫେମଶ କାର୍ଡିଓଲୋଜିଷ୍ଟ ତଥା ଇଣ୍ଡିଆନ ମେଡିକାଲ ଆସୋସିଲଶନର ପୂର୍ବତନ ଅଧ୍ୟକ୍ଷ ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ଡାକ୍ତର କେକେ ଅଗ୍ରୱାଲଙ୍କର । ତେବେ ଭିଡିଓ ଭାଇରାଲ ହେବା ପରେ ଡାକ୍ତର ଅଗ୍ରୱାଲ ଟୁଇଟ୍ କରି କହିଛନ୍ତି ହସିବା ସ୍ୱାସ୍ଥ୍ୟ ପାଇଁ ଭଲ ହେଲେ କରୋନା ଟିକା ନିଶ୍ଚିତ ନିଅନ୍ତୁ । ସୂଚନାଯୋଗ୍ୟ, ଡାକ୍ତର ଅଗ୍ରୱାଲଙ୍କ ଏହି ଭିଡିଓ ଭାଇରାଲ ହେବା ପରେ ଏବେ ସେ ଖୁବ୍ ଚର୍ଚ୍ଚାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଚ୍ଛେଦ ୩୭୦ ଉଚ୍ଛେଦ: କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ; ଅକ୍ଟୋବରରେ ସମ୍ବିଧାନ ପୀଠରେ ହେବ ଶୁଣାଣି

ନୂଆଦିଲ୍ଲୀ,୨୮।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ମାମଲାରେ ସୁପ୍ରିମ୍‌କୋର୍ଟରେ ୧୪ଟି ଆବେଦନ ଦାଖଲ କରାଯାଇଥିଲା। ତେବେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବା ବନ୍ଦ ନେଇ ସର୍ବୋଚ୍ଚ...

ଗୁପ୍ତଚର କାର୍ଯ୍ୟ ଲାଗି କଡ଼ା ଆଭିମୁଖ୍ୟ: ପାକିସ୍ତାନ ଦୂତାବାସରୁ ୫୦% କର୍ମଚାରୀ କମାଇବାକୁ କହିଲା ଭାରତ

ନୂଆଦିଲ୍ଲୀ,୨୩।୬: ପାକିସ୍ତାନ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କଲା ଭାରତ। ନିକଟରେ ଗୁପ୍ତଚର କାର୍ଯ୍ୟ ପାଇଁ ୨ ପାକ୍‌ ଦୂତାବାସ କର୍ମଚାରୀଙ୍କୁ ସ୍ବଦେଶ ପଠାଯାଇଥିଲା। ଏବେ...

୧୬୯ ଦିନ ପରେ ରେଳ ଧାରଣାରୁ ଉଠିଲେ କୃଷକ

ଚଣ୍ଡିଗଡ଼,୧୨।୩: ଗତ ସାଢେ ୩ ମାସେ ହେବ ଦିଲ୍ଲୀ ସୀମାରେ କୃଷକ ଆନ୍ଦୋଳନ ଜାରି ରହିଛି। ଏହି ସମୟରେ ପଞ୍ଜାବରୁ ଏକ ଆଶ୍ୱସ୍ତିକର ଖବର ଆସିଛି।...

ମୁଖ୍ୟମନ୍ତ୍ରୀ ହେବାକୁ ନୁହେଁ ତତ୍ପର: ତେଜସ୍ବୀ…

ପାଟନା, ୧।୧୦ : ବିହାରରେ ୨୦୨୩ରେ କିଏ ମୁଖ୍ୟମନ୍ତ୍ରୀ ହେବ ନେଇ ଚାଲିଥିବା ଆଲୋଚନା ମଧ୍ୟରେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସ୍ପଷ୍ଟୀକରଣ ଦେଇଛନ୍ତି। ସେ...

ପଟିଆଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ପଟିଆଲା(ପଞ୍ଜାବ),୨୯।୪: ଶିବସେନା କର୍ମକର୍ତ୍ତା ଶୁକ୍ରବାର ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଶିବସେନା କର୍ମକର୍ତ୍ତା ଓ...

ହ୍ବାର୍ଟସ୍‌ଆପ ସର୍ଭର ଡାଉନ୍‌, ସେବା ବନ୍ଦ

ନୂଆଦିଲ୍ଲୀ,୨୫।୧୦: ଭାରତରେ ହ୍ବାର୍ଟସ୍‌ଆପ ଠପ୍‌ ହୋଇଯାଇଛି। ଆଜି ୧୨.୩୦ରୁ ଉପଭୋକ୍ତାମାନେ ହ୍ବାର୍ଟସାପ୍‌ ବ୍ୟବହାର କରିବାରେ ଅସମର୍ଥ ହୋଇପଡିଛନ୍ତି। ଏହାକୁ ନେଇ ଲୋକେ ଟୁଇଟରରେ ଅଭିଯୋଗ କରିଥିଲେ।...

ଅନୁଚ୍ଛେଦ ୩୭୦: ବଡ଼ ଖଣ୍ଡପୀଠରେ ହେବନି ଶୁଣାଣି

ନୂଆଦିଲ୍ଲୀ,୨।୩: ଅନୁଚ୍ଛେଦ ୩୭୦ର ଶୁଣାଣି ୭ ଜଣିଆ ବଡ଼ ଖଣ୍ଡପୀଠରେ ହେବନି। ଏହାର ବିଚାର ୫ ଜଣିଆ ଖଣ୍ଡପୀଠରେ କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ପ୍ରକାଶ...

ରାଜ୍ୟରେ ପୁଣି ୩୧୪୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୩୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧୯ଜଣ ଲୋକାଲ କେସ୍‌ ଥିବା...

Advertisement
Archives

Model This Week