ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ନ ପଚାରି କାହିଁକି ଡାକ୍ତର ଏଭଳି କରିଛନ୍ତି ସେ ନେଇ ଖୋଳତାଡ୍‌ ଆରମ୍ଭ ହୋଇଛି।

ରାଞ୍ଚିର କାଣ୍ଟା ଟୋଲି ଅଞ୍ଚଳରେ ବାସ କରୁଥିବା ପୁନମ୍‌ ଦେବୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଡାକ୍ତର ତାଙ୍କର ବିନା ସ୍ବୀକୃତିରେ ବନ୍ଧ୍ୟାକରଣ ଅପରେଶନ କରିଥିବା ନେଇ ପୁନମ୍‌ ଅଭିଯୋଗ କରିବା ପରେ ସ୍ବାସ୍ଥ୍ୟ ବିଭାଗ ଏହାର ଯାଞ୍ଚ୍‌ ଆରମ୍ଭ କରିଛି।

ସଦର ହସ୍ପିଟାଲର ଅଧିକ୍ଷକ ଡ. ସବ୍ୟସାଚୀ ମଣ୍ଡଳ କହିଛନ୍ତି ଯେ, ବନ୍ଧ୍ୟାକରଣ ଅପରେଶନ୍‌ରେ ମହିଳାଙ୍କ ସହମତି ଆବଶ୍ୟକ ହୋଇଥାଏ। ପୁନମ୍‌ଙ୍କୁ ପଚରା ଯାଇ ଏଭଳି କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ସ୍ବାମୀଙ୍କୁ ହତ୍ୟା, ପୁଅକୁ ଛୁରାମାଡ଼; ପାଖରେ ବସି ଫୋନ୍‌ ଦେଖୁଥିଲେ ସ୍ତ୍ରୀ

ବେଙ୍ଗାଲୁରୁ,୧୬ା୭: କର୍ନାଟକର ହୁବାଲିରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତରଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ ଭିତରୁ ମିଳିଛି। ତାଙ୍କ ଆଠ…

ଜୁଲାଇ ୧୯ରୁ ଏହି ୪ ରାଶିଙ୍କ ପାଇଁ ଆରମ୍ଭ ହେବ ସୁବର୍ଣ୍ଣ ସମୟ: ଶନି-ମଙ୍ଗଳ ଆଣିବେ ବମ୍ପର ରୋଜଗାର

ଜୁଲାଇ ମାସର ଅବଶିଷ୍ଟ ଦିନଗୁଡ଼ିକ ଗ୍ରହ ପରିବର୍ତ୍ତନ ଦୃଷ୍ଟିରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି। ୧୯ ଜୁଲାଇରେ ଏକ ଶୁଭ ଯୋଗ ସୃଷ୍ଟି ହେଉଛି। ପ୍ରାୟ ରାତି…

ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!

ପୁରୀ,୧୬।୭: ଶ୍ରୀକ୍ଷେତ୍ର ପୁରୀରେ ବଡ଼ ଅଘଟଣ ଘଟିଯାଇଛି । ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି । ପୁରୀ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି…

ସି ଜିନପିଙ୍ଗଙ୍କ ଶୟନ କକ୍ଷକୁ କରାଗଲା ଟାର୍ଗେଟ, ୮୦ ବର୍ଷ ପର୍ଯ୍ୟନ୍ତ ଅନୁତାପ କଲା ଜାପାନ, ଏବେ ସେହି କାମ କରିବାକୁ ଯାଉଛି…

ନୂଆଦିଲ୍ଲୀ/ବେଜିଂ,୧୬।୭: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ, ଜାପାନ ଏକ ନିଷ୍ପତ୍ତି ନେଇଥିଲା: ଏହା ବିଶ୍ୱର ଏକ ପ୍ରମୁଖ ସାମରିକ ଶକ୍ତି ହେବ ନାହିଁ, ଆକ୍ରମଣାତ୍ମକ ଗୁପ୍ତଚର କାର୍ଯ୍ୟ କରିବ…

ରଥଯାତ୍ରାରେ ଅଘଟଣ, ଖେଳୁଥିବା ବେଳେ ଗାଡିଆରେ ବୁଡ଼ି ୩ବର୍ଷ ଶିଶୁର ମୃତ୍ୟୁ

ବୈଶିଙ୍ଗା,୧୬।୭(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଉପକଣ୍ଠ ମହୁରୀ ଗ୍ରାମରେ ଗୁରୁବାର ପବିତ୍ର ରଥଯାତ୍ରା ଉପଲକ୍ଷେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରହିଥିବା…

ଛେରାପହଁରା କରିବାକୁ ଆସିଥିଲେ ଉପଜିଲାପାଳ, ରଥ ଆଗରେ ଶୋଇ ପ୍ରତିବାଦ କଲେ ଭକ୍ତ

ନୟାଗଡ଼,୧୬ା୭(ଲୋକନାଥ ମିଶ୍ର): ରଥଯାତ୍ରାରେ ଛେରାପହଁରା ପରି ସେବାକୁ ଉପଜିଲାପାଳ କର୍ଣଦେବ ସମାଦାର କରିବା ପାଇଁ ଯିବାବେଳେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପ୍ରତିବାଦରେ ରଥ ସମ୍ମୁଖରେ ଭକ୍ତ ଶାନ୍ତିପୂର୍ଣ୍ଣ…

ଇସ୍ରୋରେ ଚହଳ! ୧୦୦ ବୈଜ୍ଞାନିକଙ୍କ ଇସ୍ତଫା, ଚାକିରି ଛାଡ଼ିବା ନିୟମ ବଦଳାଇଲେ ସରକାର

ନୂଆଦିଲ୍ଲୀ,୧୬।୭: ଇସ୍ରୋର ୧୦୦ ବୈଜ୍ଞାନିକ ଇସ୍ତଫା ଦେବା ପରେ ଆକ୍ସନ ମୋଡକୁ ଆସିଛନ୍ତି ଭାରତ ସରକାର । ଇସ୍ତଫା ଏବଂ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି।…

ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ: ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପୋଷ୍ଟ ଅଫିସ ପାଶ୍ୱର୍ର୍ରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୃହରେ ମୁଖ୍ୟ ଅତିଥି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri