Posted inଜାତୀୟ

ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ଘଟଣା: କାହାକୁ ବଞ୍ଚାଇବାକୁ ଚାହୁଁଛନ୍ତି ମମତା; ଘେରିଲା ଭାଜପା

କୋଲକତା,୧୪।୮: କୋଲକତା ହାଇକୋର୍ଟ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣାର ତଦନ୍ତକୁ କୋଲକାତା ପୋଲିସରୁ ପରେ ସିବିଆଇକୁ ଏହି ମାମଲାର ତଦନ୍ତ ଦାୟିତ୍ୱ ଦେଇଛନ୍ତି। ବର୍ତ୍ତମାନ ଏହି ପ୍ରସଙ୍ଗରେ ରାଜନୀତିକୁ ସରଗରମ କରିଛି। ପୋଲିସକୁ ସାତ ଦିନର ସମୟସୀମା ଦେବା ଏବଂ ମାମଲା ସିବିଆଇକୁ ହସ୍ତାନ୍ତର କରିବାରେ ବିଳମ୍ବ ହେବାରୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାଜପାକୁ ଘେରିଛି

ସେ କାହାକୁ ବଞ୍ଚାଇବାକୁ ଚେଷ୍ଟା କରୁଥିବା ମଧ୍ୟ ଭାଜପା ଅଭିଯୋଗ କରିଛି। ମୁଖପାତ୍ର ଗୌରା ଭାଟିଆ କହିଛନ୍ତି, ପ୍ରମାଣ ସଂଗ୍ରହ କରିବା ପାଇଁ ପ୍ରଥମ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେବେ ଏହାକୁ ନେଇ ମମତା ବାନାର୍ଜୀ କହିଛନ୍ତି, ଯେତେବେଳେ ଅପରାଧ ଘଟିଲା ସେତେବେଳେ ସେ କହିଥିଲେ ଯେ କିଛି ଦିନ ପରେ ସେ ଏହି ମାମଲା ସିବିଆଇକୁ ହସ୍ତାନ୍ତର କରିବେ। ଏହିକଥାକୁ ଟାର୍ଗେଟ କରି ଭାଜପା ମୁଖପାତ୍ର କହିଛନ୍ତି, ଯଦି ଏହି ମାମଲା ତୁରନ୍ତ ସିବିଆଇ ଏଜେନ୍ସିଙ୍କୁ ହସ୍ତାନ୍ତର କରାଯାଇଥାନ୍ତା ତେବେ ନ୍ୟାୟଯୁକ୍ତ ତଦନ୍ତ କରାଯାଇଥାନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri