ଚାଇନାରେ କରୋନା ହାହାକାର, ଡାକ୍ତରଙ୍କ ଦାବି ୧୦ କୋଟି ଲୋକ ହେବେ ସଂକ୍ରମିତ, ୧୦ ଲକ୍ଷରୁ ଅଧିକଙ୍କର ହୋଇପାରେ ମୃତ୍ୟୁ

ବେଜିଂ,୨୫ ।୧୨: ଚାଇନାରେ କରୋନା ସ୍ଥିତି ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ପ୍ରତିଦିନ କୋଟି କୋଟି ସଂଖ୍ୟାରେ ଲୋକେ ଏହି ମହାମାରୀ ଦ୍ୱାରା ସଂକ୍ରମିତ ହେଉଛନ୍ତି । ଫଳରେ ହସ୍ପିଟାଲରେ ବେଡ ସଂଖ୍ୟା କମ ପଡିବା ସହ ଔଷଧ ବି କମ ହୋଇଯାଇଥିବା ସୂଚନା ରହିଛି । ଇତିମଧ୍ୟରେ ଡାକ୍ତରମାନେ ଦାବି କରିଛନ୍ତି, ଚାଇନାରେ ୧୦ କୋଟି(୧୦୦ମିଲିୟନ) ଲୋକ ସଂକ୍ରମିତ ହେବା ସହ ୧୦ ଲକ୍ଷ ବା ୧ ମଲିୟନ ଲୋକଙ୍କ ମୃତ୍ୟୁ ହେବାର ଆଶଙ୍କା ରହିଛି ।
ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ପଲମୋନାରୀ ମେଡିସିନର ଏଚଓଡି ଡା. ନିରଜ କୁମାର ଗୁପ୍ତା କହିଛନ୍ତି, ଚାଇନାରେ ପ୍ରାୟ ୧୦ କୋଟି ଲୋକ ଏଥର ଆସିଥିବା କରୋନା ଲହରରେ ସଂକ୍ରମିତ ହେବା ସହ ୫ ଲକ୍ଷ ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇପାରନ୍ତି । ଏପଟେ ପ୍ରାୟ ୧୦ ଲକ୍ଷ ଲୋକଙ୍କ ମୃତ୍ୟୁ ବି ହୋଇପାରେ । ଚାଇନାରେ ଲୋକେ ଏବେ ଏଭଳି ଷ୍ଟେଜରେ ରହିଛନ୍ତି ଯାହା ପୂର୍ବରୁ ଭାରତୀୟମାନେ ଥିଲେ । ଭାରତରେ ଏବେ ଲୋକେ କରୋନା ସହ ଲଢିବାରେ ବେଶ ଅନୁଭୁତି ଏକାଠି କରିପାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri