ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ୯୫୦୩ ଡାକ୍ତର ପଦବୀ ଖାଲିପଡ଼ିଛି। ୬୨୭୧ ଡାକ୍ତର କାର୍ଯ୍ୟରତ ଅଛନ୍ତି। ଏମାନଙ୍କ ଭିତରୁ ୧୧୩୫ ଠିକା ନିଯୁକ୍ତଏବଂ ୫୦୦୩ ସ୍ଥାୟୀ ନିଯୁକ୍ତି ଡାକ୍ତର। ତେବେ ୫୨୪୮ ପଦବୀ ପୂରଣ ପାଇଁ OPSCକୁ ଚିଠି କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

ନୂଆ ଗ୍ୟାସ୍‌ ସିଲିଣ୍ଡର ବୁକିଂ କରିବାକୁ ନାକେଦମ ହୋଇପଡୁଛନ୍ତି ଗ୍ରାହକ, ଜିଲାପାଳଙ୍କୁ ଭେଟି କଂଗ୍ରେସ କହିଲା…

ଛତ୍ରପୁର,୧୩ା୩(ଦିଲ୍ଲୀପ ସାମଲ): ଏଲ୍‌ପିଜି ବା ରନ୍ଧନ ଗ୍ୟାସ୍‌କୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଆନ୍ଦୋଳନ କରାଯାଇଛି। ଏନେଇ…

ସୁଧୁରୁନି ରାଶନ କାର୍ଡ ବିଭ୍ରାଟ, ଆବେଦନ କରି ଅପେକ୍ଷାରେ ବହୁ ଯୋଗ୍ୟ ବ୍ୟକ୍ତି

ଯାଜପୁର,୧୩ା୩(ହର୍ଷବର୍ଦ୍ଧନ ବେହେରା): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଆଧାରରେ ଓଡ଼ିଶାରେ ରାଶନକାର୍ଡ ହିତାଧିକାରୀ ଚୟନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏହିକ୍ରମରେ ୨୦୧୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୨୦୧୫ରେ…

ଚାଲିଥିଲା ବ୍ରାଉନସୁଗାର ବେପାର, ମାଡ଼ି ବସିଲା ପୋଲିସ

ବରଗଡ଼,୧୩ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ବ୍ରାଉନସୁଗାର କାରବାରରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାନ୍ତିପଡ଼ାର…

ରାଜ୍ୟ ସଭାରେ ଏମପି ନିରଞ୍ଜନ ବିଶିଙ୍କ ଦାବି, ସମ୍ବଲପୁର-କୋରାପୁଟ-ବାଲେଶ୍ୱରରେ ଏମ୍ସ….

ବଲାଙ୍ଗୀର,୧୩।୩(ସୁନିଲ୍ କୁମାର ମହାନ୍ତି): ରାଜ୍ୟ ସଭା ଏମପି ନିରଞ୍ଜନ ବିଶି ରାଜ୍ୟ ସଭାରେ ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା…

ରାଜ୍ୟ ବାହାରକୁ କାହିଁକି ଯାଇଛନ୍ତି ୮ ବିଧାୟକ, କାରଣ କହିଲେ ତାରା… ରାଜନୀତିରେ ହଇଚଇ

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି।…

ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! ଏହି ସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧୩।୩: ଆସନ୍ତା ୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri