Posted inଜାତୀୟ

ଦେଶର ପ୍ରଥମ ମହିଳା ହୃଦ୍‌ରୋଗ ବିଶେଷଜ୍ଞଙ୍କ ପରଲୋକ

ନୂଆଦିଲ୍ଲୀ,୩୧।୮:ଦେଶର ବିଖ୍ୟାତ ହୃଦ୍‌ରୋଗ ବିଶେଷଜ୍ଞ ଡା. ଏସ୍‌ ପଦ୍ମାବତୀଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କ ମୃତ୍ୟୁ ଘଟିଥିବା ନ୍ୟାଶନାଲ୍‌ ହାର୍ଟ ଇନ୍‌ଷ୍ଟିଚ୍ୟୁଟ୍‌(ଏନଏଚ୍‌ଆଇ) ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୩ ବର୍ଷ ହୋଇଥିଲା। ଡା.ଏସ୍‌ ପଦ୍ମାବତୀ ଦେଶର ପ୍ରଥମ ମହିଳା ହୃଦ୍‌ରୋଗ ବିଶେଷଜ୍ଞ ଥିଲେ। ସେ ଭାରତରେ ପ୍ରଥମ କାର୍ଡିୟକ କେୟାର ୟୁନିଟ୍‌ ସ୍ଥାପନା ଦିଲ୍ଲୀର ଗୋବିନ୍ଦ ବଲ୍ଲଭ ପନ୍ତ ହସ୍ପିଟାଲରେ କରିଥିଲେ। ଗତ ୧୧ ଦିନ ହେବ ଏନଏଚ୍‌ଆଇରେ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ନିଃଶ୍ୱାପ୍ରଶ୍ୱାସ ନେବାରେ ସେ କଷ୍ଟ ଅନୁଭବ କରିବା ସହ ଜ୍ୱରରେ ପୀଡିତ ଥିଲେ। ସୂଚନାଯୋଗ୍ୟ, ପଦ୍ମାବତୀ ମିଆଁମାରରେ ଜନ୍ମଗ୍ରହଣ କରିଥିଲେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସେ ଭାରତ ପଳାଇଆସିଥିଲେ। ଏହାପରେ ପରଠାରୁ ସେ ଭାରତରେ ରହିଆସୁଥିଲେ। ପରେ ଦେଶର ପ୍ରଥମ ମହିଳା ହୃଦ୍‌ରୋଗ ବିଶେଷଜ୍ଞ ହେବାର ସୌଭାଗ୍ୟ ଲାଭ କରିଥିଲେ। ଶେଷ ସମୟରେ ଚିକିତ୍ସିତ ହେଉଥିବା ନ୍ୟାଶନାଲ୍‌ ହାର୍ଟ ଇନ୍‌ଷ୍ଟିଚ୍ୟୁଟ୍‌କୁ ସେ ୧୯୮୧ରେ ନିର୍ମାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ସତ୍ତ୍ୱେ ମିଳିବ ଏସ୍‌-୪୦୦

ନୂଆଦିଲ୍ଲୀ, ୨୨।୧୨: ଆମେରିକାର କଟକଣା ଭୟ ସତ୍ତ୍ୱେ ଭାରତକୁ ଏସ୍‌-୪୦୦ ମିସାଇଲ ସିଷ୍ଟମ ଯୋଗାଣ ସହ ଦୁଇ ଦେଶ ମଧ୍ୟରେ ସ୍ବାକ୍ଷରିତ ଅନ୍ୟ ପ୍ରତିରକ୍ଷା ଚୁକ୍ତିନାମା...

ଗର୍ଲଫ୍ରେଣ୍ଡଙ୍କ ସହ ହୋଟେଲ ଯାଇଥିଲେ ଯୁବକ, ପରେ ଘଟିଲା ଏମିତି

ଭୋପାଳ,୧୪।୮: ମଧ୍ୟପ୍ରଦେଶର ଉଜୈନରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଘରୋଇ ହୋଟେଲ ରୁମ୍‌ରେ ଜଣେ ଯୁବତୀଙ୍କୁ ତୀକ୍ଷ୍ଣ ଅସ୍ତ୍ରରେ ହତ୍ୟା କରାଯାଇଛି। ଏହି ଘଟଣା...

ଅନ୍ନଦାତାଙ୍କ ଆନ୍ଦୋଳନ: ଖାଦ୍ୟ ପାଇଁ ପ୍ରସ୍ତୁତ ହେଉଛି ୧୦ ହଜାର ବେଡ୍‌ ପକୋଡ଼ା, ୧ ଟନ୍‌ ଚା’

ନୂଆଦିଲ୍ଲୀ,୨।୧: ସିଙ୍ଘୁ ବର୍ଡର ଏବେ ମିନି ପଞ୍ଜାବରେ ପରିଣତ ହୋଇଛି। ଏଠାରେ ଦିନକୁ ଦିନ ଅନ୍ନଦାତାଭ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ନଦାତାଙ୍କ ଖାଇବା ପାଇଁ ପ୍ରତିଦିନ...

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଦିନରେ ସ୍ବପ୍ନ ଦେଖିବା ଠିକ୍‌ ନୁହେଁ କହିଲେ ପ୍ରକାଶ ରାଜ

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ସରିଥିବା ବେଳେ ଏବେ ଅପେକ୍ଷା ଫଳାଫଳକୁ । ରବିବାର ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଏବେ ପ୍ରାୟ ସବୁ...

ମୋଦି ହେଉଛନ୍ତି କୃଷକଙ୍କ ପ୍ରକୃତ ଶୁଭଚିନ୍ତକ: ଶାହା

ନୂଆଦିଲ୍ଲୀ,୨୫ ।୧୨: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହେଉଛନ୍ତି କୃଷକଙ୍କ ପ୍ରକୃତ ଶୁଭଚିନ୍ତକ । ମେହରାଉଲିରେ ଏକ ଜନସଭାକୁ...

୩୨ ବର୍ଷ ତଳେ ଅନ୍ନଦାତାଙ୍କ ଆଗରେ ମୁଣ୍ଡ ନୁଆଇଁଥିଲେ ସରକାର: ଏବେ ହେବ କି ଏହାର ପୁନରାବୃତ୍ତି !

ନୂଆଦିଲ୍ଲୀ,୩୦।୧୧: କୃଷି ଆଇନକୁ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ପ୍ରଦର୍ଶନକୁ ୫ ଦିନ ବିତିଛି। ଏହା ୩୨ ବର୍ଷ ତଳେ ୧୯୮୮...

ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟନା,୩୧।୫: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ନେତା ଓ ଲାଲୁ ଯାଦବଙ୍କ ପୁଅ ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତେଜ ପ୍ରତାପ ସାମାନ୍ୟ...

ଅକ୍ଟୋବରରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ

ଦିଲ୍ଲୀ,୧୨ା୧୧(ଆଇଏଏନ୍‌ଏସ୍‌)- ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅକ୍ଟୋବର ମାସରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ୨୦୧୯ ବର୍ଷରେ ଏହା ସର୍ବାଧିକ ଅସ୍ତ୍ରବିରତି ଉଲ୍ଲଂଘନ...

Play 250+ Trending Games
Archives

Model This Week

Why Dharitri