ଅନ୍ତର୍ଜାତୀୟ ପାରା ଆଥଲେଟ ରମେଶଙ୍କୁ ଡକ୍ଟରେଟ ଡିଗ୍ରୀ

ଛତ୍ରପୁର,୨୪।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଗିଲଟିପେଟା ସାହିର ଆର୍ନ୍ତଜାତୀୟ ପାରା ଆଥଲେଟ ଭି.ରମେଶ ରାଓଙ୍କୁ ଜର୍ମାନୀର ପିସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଛି । ତାମିଲନାଡୁ ଉଟିସ୍ଥିତ ଆଇପିୟୁ ଆଚିଭର୍ସ ଫୋରମ ଓ ଜର୍ମାନୀର ଗ୍ଲୋବାଲ ଆକରିଡିଏସନ କାଉନସିଲ ପକ୍ଷରୁ ଆୟୋଜିତ ସେମିନାରରେ ରମେଶଙ୍କୁ ଏହି ଡକ୍ଟରେଟ ଡିଗ୍ରୀ ମିଳିଛି। ରମେଶ ଭାରତ ଓ ଓଡିଶାରୁ ପ୍ରତିନିଧିତ୍ୱ କରି ବହୁବାର ୱିଲ୍ଚେୟାର ଫେନ୍ସିଂରେ ସ୍ବର୍ଣ୍ଣ ପଦକ ଜିତିବା ସହ ସୁନାମ ଆଣିଛନ୍ତି । ତାଙ୍କର ଏହି ସଫଳତା ପାଇଁ ଏହି ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri