ଅନ୍ତର୍ଜାତୀୟ ପାରା ଆଥଲେଟ ରମେଶଙ୍କୁ ଡକ୍ଟରେଟ ଡିଗ୍ରୀ

ଛତ୍ରପୁର,୨୪।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଗିଲଟିପେଟା ସାହିର ଆର୍ନ୍ତଜାତୀୟ ପାରା ଆଥଲେଟ ଭି.ରମେଶ ରାଓଙ୍କୁ ଜର୍ମାନୀର ପିସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଛି । ତାମିଲନାଡୁ ଉଟିସ୍ଥିତ ଆଇପିୟୁ ଆଚିଭର୍ସ ଫୋରମ ଓ ଜର୍ମାନୀର ଗ୍ଲୋବାଲ ଆକରିଡିଏସନ କାଉନସିଲ ପକ୍ଷରୁ ଆୟୋଜିତ ସେମିନାରରେ ରମେଶଙ୍କୁ ଏହି ଡକ୍ଟରେଟ ଡିଗ୍ରୀ ମିଳିଛି। ରମେଶ ଭାରତ ଓ ଓଡିଶାରୁ ପ୍ରତିନିଧିତ୍ୱ କରି ବହୁବାର ୱିଲ୍ଚେୟାର ଫେନ୍ସିଂରେ ସ୍ବର୍ଣ୍ଣ ପଦକ ଜିତିବା ସହ ସୁନାମ ଆଣିଛନ୍ତି । ତାଙ୍କର ଏହି ସଫଳତା ପାଇଁ ଏହି ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିିନିବସ୍‌ ଓଲଟି ୧୩ ଆହତ

ଶଙ୍କରାଖୋଲ,୧୧ା୮(ଡି.ଏନ.ଏ.)-ଟିକାବାଲି ନିକଟ କୋଚିଲା ଗଡନାଳ ଡାଇଭର୍ସନ ରୋଡରେ ଶନିବାର ଏକ ମିନିବସ୍‌ ଓଲଟି ପଡିବାରୁ ୧୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜିଉଦୟଗିରିର ଫିରଜା...

ଅସହାୟଙ୍କୁ ରାଶନ ସାମଗ୍ରୀ ଦେଲେ ସରପଞ୍ଚ

ରୂପ୍‌ସା, ୨୯।୩(ଡି.ଏନ.ଏ.)-ଦେଶବ୍ୟାପୀ କରୋନା କଟକଣା ଯୋଗୁ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଭିକ୍ଷା ବୃତ୍ତି କରି ଚଳୁଥିବା ଅସହାୟମାନଙ୍କ ଜନଜୀବନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ବାଲେଶ୍ୱର ସଦର...

ବନ୍ଧୁଙ୍କୁ ଛାଡ଼ିବାକୁ ଯିବାବେଳେ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଶିଆ ଜଙ୍ଗଲ ହନୁମାନ ମନ୍ଦିର ନିକଟରେ ସୋମବାର ଅପରାହ୍ନରେ ଏକ...

ମହିଳାଙ୍କ ଆତ୍ମହତ୍ୟା: ସ୍ବାମୀ, ଦିଅର ଅଟକ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାଠାରେ ୮ମାସ ତଳେ ବିବାହ କରିଥିବା ଜଣେ ମହିଳା ବୁଧବାର ଘରେ ଫ୍ୟାନ୍‌ରେ ଶାଢ଼ି ଲଗାଇ ଆତ୍ମହତ୍ୟା...

ଜୋର୍‌ ଧରିଲା ସବ୍‌ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି

ପୁରୁଷୋତ୍ତମପୁର,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ବୈଠକ ଶନିବାର ସଭାପତି କେଦାରନାଥ ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂପାଦକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ...

ସରସ୍ବତୀ ଶିଶୁମନ୍ଦିରରେ ଜନ୍ମାଷ୍ଟମୀ ପାଳନ: ଶ୍ରୀକୃଷ୍ଣଙ୍କ ବେଶରେ ସହର ପରିକ୍ରମା

ଛେଣ୍ଡିପଦା,୨୩।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳନ ହୋଇଯାଇଛି । ଏହି ଅବସରରେ ଶିଶୁମନ୍ଦିର ପରିସରରେ ଶ୍ରୀକୃଷ୍ଣଙ୍କ...

୫ ବର୍ଷ ପରେ ଘରକୁ ଫେରିଲେ ନାବାଳିକା: ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ, ଦଲାଲ ଗିରଫ

ବଡବିଲ, ୧୫।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ନାବାଳିକା ଚାଲାଣ ର଼୍ୟାକେଟ୍‌ କିଭଳି ସକ୍ରିୟ ରହିଛି ତାହାର ଏକ ନଜିର ପଦାକୁ ଆସିଛି। ବଲାଣୀ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ...

ଅନୁଗୋଳ ପୌରପାଳିକାର ଅଜବ ନୀତି: ଆଗେ ପ୍ରଚାର, ପରେ ପଲିଥିନ ଚଢ଼ାଉ

ଅନୁଗୋଳ ଅଫିସ, ୨୯।୯ – ଅକ୍ଟୋବର ୨ରୁ ସହରାଞ୍ଚଳରେ ପଲିଥିନ ବନ୍ଦ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହା ପୂର୍ବରୁ ମଧ୍ୟ ଅନୁଗୋଳ ପୌରପାଳିକା...

Advertisement
Archives

Model This Week