ଡାକ୍ତରଙ୍କୁ ଅପହରଣ, ଘଟଣାସ୍ଥଳରୁ ମାଓବାଦୀଙ୍କ ଚିଠି

ମାଲକାନଗିରି,୨ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳାରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ମାଓବାଦୀ ଶନିବାର ବିଳମ୍ବିତ ରାତିରେ ଅପହରଣ କରିନେଇଥିବା ଜଣାପଡ଼ିଛି। ଅପହୃତ ଡାକ୍ତରଙ୍କ ନାଁ ଅମ୍ଲାନ କୁମାର ଭୋଇ। ଏ ସମ୍ପର୍କରେ ମାଓବାଦୀମାନେ ସରକାରୀ କାର୍ଟରରେ ସିପିଆଇ ମାଓବାଦୀ ବୋଲି ଲେଖାଥିବା ଏକ ଚିଠି ଛାଡ଼ି ଯାଇଥିବାର ସୂଚନା ମିଳିଛି। ସରକାରୀ କ୍ୱାର୍ଟର ଭିତରେ ଡାକ୍ତରଙ୍କ ମୋବାଇଲ ଓ ଘର ବାହାରେ ବାଇକ୍‌ ରହିଥିବାର ଦେଖିବାକୁ ମିଳିଛି।

ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ବ୍ୟବଚ୍ଛେଦକୁ କେନ୍ଦ୍ର କରି ଡାକ୍ତରଙ୍କ ସହ କିଛି ଲୋକଙ୍କ ବଚସା ହୋଇଥିଲା। ଏହି ଘଟଣାକୁ କେନ୍ଦ୍ର କରି ଡାକ୍ତରଙ୍କୁ ଅପହରଣ କରାଯାଇଥିବାର ଅନୁମାନ କରାଯାଉଛି। ଅନ୍ୟପଟେ ଏସ୍‌ଡିପିଓ ସଚିନ ପଟେଲ ମେଡିକାଲକୁ ଆସି ତନାଘନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ‘ସରକାରଙ୍କୁ ଜଣାଅଛି ଯେ…’

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri