ଡାକ୍ତର ପଦବୀ ପୂରଣ ନେଇ ଭାଜପା ପକ୍ଷରୁ ବିକ୍ଷୋଭ

ଦିଗପହଣ୍ଡି,୫ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଖାଲିପଡ଼ିଥିବା ଡାକ୍ତର ଓ କର୍ମଚାରୀ ପଦବୀ ପୂରଣ ଦାବିରେ ଗୁରୁବାର ସ୍ଥାନୀୟ ଭାଜପା ନଗର କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ଗଞ୍ଜାମ ଜିଲା କମିଟି ଉପସଭାପତି ପରେଶ ଚନ୍ଦ୍ର ରଥ, ଦିଗପହଣ୍ଡି ନଗର କମିଟି ସଭାପତି ଭବାନୀ ଶଙ୍କର ପଣ୍ଡା, କୁରେଶୁ ମହାରଣା,ପ୍ରଶାନ୍ତ ପୂଜାରୀ,ଟୁନା ଚୌଧୁରୀ,ପି. ହରିକୃଷ୍ଣ, ଅରୁଣ ଚୌଧୁରୀ, ସୀମାଞ୍ଚଳ ସାସମଲଙ୍କ ସମେତ ବହୁ ସଂଖ୍ୟକ ଦଳୀୟ କର୍ମୀ ବିକ୍ଷୋଭ କାର୍ଯ୍ୟକ୍ରମରେ ସାମିଲ ଥିଲେ। ପରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉପସ୍ଥିତ ଡାକ୍ତର ହରିଶ ମାଧବଙ୍କ ଜରିଆରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାରୁ ଫେରିଥିବା ଲୋକଙ୍କୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ

କେନ୍ଦୁଝର,୧୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କାଦଡିହା ଗ୍ରାମର ପ୍ରାଥମିକ ସ୍କୁଲରେ ୧୩ ଜଣ ମହିଳା ଓ ପୁରୁଷ ଗତ ୩ ତାରିଖରୁ ଅଲଗା...

ଆବାସ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୩୧ା୧ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସ୍ବତନ୍ତ୍ର...

ନବ ଦମ୍ପତିଙ୍କୁ ପିଆଜ ଭେଟି

ଅନୁଗୋଳ ଅଫିସ, ୧୦।୧୨ ଚଢ଼ା ଦରରେ ବିକ୍ରି ହେଉଥିବା ପିଆଜ ଏବେ ଉପହାର ପାଲଟିଯାଇଛି। ମୂଲ ଆକାଶ ଛୁଆଁ ହୋଇଥିବାରୁ ଏହାକୁ ଲୋକେ ବିବାହ ଆଦି...

ପ୍ରବାସୀଙ୍କ ସ୍ବାବ୍‌, ରକ୍ତ ପରୀକ୍ଷାରେ ବିଳମ୍ବ

ନିମାପଡ଼ା,୧୩ା୫(ଡି.ଏନ.ଏ): ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳକୁ ହଟସ୍ପଟ ଅଞ୍ଚଳ ଦିଲ୍ଲୀ, କୋଲକାତା, ଗୁଜରାଟର ସୁରଟ, ମହାରାଷ୍ଟ୍ର ଆଦି ରାଜ୍ୟରୁ ମଙ୍ଗଳବାର ସୁଦ୍ଧା ୩୧୫ଜଣ ପ୍ରବାସୀ...

ହାତୀ ଆକ୍ରମଣରେ ୩ ଗୁରୁତର

ବନ୍ତଳା,୬।୯(ଡି.ଏନ.ଏ.): ଅନୁଗୋଳ ରେଞ୍ଜ କରତପଟା ବିଟ୍‌ ଅଧୀନ କଇରିଆମ୍ବ ଗ୍ରାମରେ ଗୁରୁବାର ସକାଳେ ଏକ ଦନ୍ତା ହାତୀ ଆକ୍ରମଣରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।...

ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳରେ ରାସ୍ତାରୋକ

ବାଲିଆପାଳ, ୨୭।୭(ସ୍ବ.ପ୍ର.): ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳ କମର୍ଦା ମୁଖ୍ୟରାସ୍ତା ଉଲୁଡ଼ା ଛକ ନିକଟରେ ଶନିବାର ସକାଳେ ରାସ୍ତା ଅବରୋଧ କରାଯାଇଛି। ମୃତଦେହ ନେଇ ଆସିଥିବା...

ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା

ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା...

ପାଣିଘେରରେ ଅଙ୍ଗନବାଡ଼ି କେନ୍ଦ୍ର, ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ଦାବି

ମାଲକାନଗିରି,୬ା୭(ଡି.ଏନ୍‌.ଏ.) : କୋମଳମତି ଶିଶୁଙ୍କ ଶିକ୍ଷା ଏବଂ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଅନେକ ଯୋଜନା ମାଧ୍ୟମରେ ବିପୁଳ ଅର୍ଥ ବ୍ୟୟ...

Play 250+ Trending Games
Archives

Model This Week

Why Dharitri