ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଅନୁଗୋଳ ଅଫିସ,୨ା୧୨: ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ନାବାଳିକା ବଳାତ୍କାର ଘଟଣାରେ ଜେଲ୍‌ରେ ଥିବା ଡାକ୍ତର ପ୍ୟାରୀମୋହନ ପ୍ରଧାନ(୭୨)ଙ୍କର ମୃତ୍ୟୁ ହୋଇଛି। ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଡାକ୍ତରଙ୍କ ମୃତ୍ୟୁକୁ ନେଇ ପୋଲିସ ଉପରେ ମୃତକଙ୍କ ପରିବାର ଲୋକ ତଦନ୍ତ ସଠିକ୍‌ ହୋଇ ନ ଥିବା ଅଭିଯୋଗ ଆଣିଛନ୍ତି। ଏହି ଘଟଣାରେ ଅନୁଗୋଳ ଏସ୍‌ପି, ତାଳଚେର ଥାନାଧିକାରୀ ଓ ତଦନ୍ତକାରୀ ଅଧିକାରୀଙ୍କ ବଦଳି ଦାବି କରି ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ୧,୦୫୦ ଟପିଲା

କାଠମାଣ୍ଡୁ,୨ା୯: ନେପାଳର ପ୍ରଳୟଙ୍କରୀ ଅଚାନକ ବନ୍ୟାଜନିତ ମୃତ୍ୟୁସଂଖ୍ୟା ମଙ୍ଗଳବାର ୧,୦୫୦ ଟପିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକ ମୃତଦେହ ମିଳୁଥିବା ଅଧିକାରୀମାନେ କହିଛନ୍ତି। ଲଗାଣ ବର୍ଷା…

ଗ୍ରୀନ୍‌ ବିଲ୍ଡିଂରେ ୨୪% ପର୍ଯ୍ୟନ୍ତ ଖର୍ଚ୍ଚ ସଞ୍ଚୟ ସମ୍ଭବ

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ସୌର ଓ ଅକ୍ଷୟ ଶକ୍ତି ବ୍ୟବହାର ଦ୍ୱାରା କେବଳ ଯେ ପରିବେଶକୁ ସୁସ୍ଥ ଓ ସବୁଜ ରଖାଯାଇପାରିବ ତାହା ନୁହେଁ, ପରିବାରର ଖର୍ଚ୍ଚ…

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri