Posted inଜାତୀୟ

ଡାକ୍ତର ଆନ୍ଦୋଳନ ପ୍ରତ୍ୟାହୃତ, ପଶ୍ଚିମବଙ୍ଗରେ ଜାରି ରହିବ

ନୂଆଦିଲ୍ଲୀ,୨୨ା୮:କୋଲକାତା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ପ୍ରତିବାଦରେ ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍ସ) ଡାକ୍ତରମାନେ ୧୧ ଦିନ ଧରି ଆନ୍ଦୋଳନ ଚଳାଇଥିଲେ। ଗୁରୁବାର ସୁପ୍ରିମକୋର୍ଟଙ୍କ ପରାମର୍ଶକ୍ରମେ ସେମାନେ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପ୍ରତ୍ୟାହାର କରିନେଇଛନ୍ତି। ଆମେ ଶୀର୍ଷ ଅଦାଲତଙ୍କ ନିର୍ଦ୍ଦେଶକୁ ପାଳନ କରିବୁ। ରୋଗୀ ସେବା ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ଏମ୍ସ ରେସିଡେଣ୍ଟ ଡକ୍ଟର୍ସ ଆସୋସିଏଶନ୍‌ ପକ୍ଷରୁ ଏକ୍ସ’ରେ ସୂଚନା ଦିଆଯାଇଛି। ସେହିପରି ଫେଡେରେଶନ୍‌ ଅଫ୍‌ ଅଲ୍‌ ଇଣ୍ଡିଆ ମେଡିକାଲ ଆସୋସିଏଶନ୍‌ (ଏଫ୍‌ଏଆଇଏମ୍‌ଏ) ସମେତ ଦିଲ୍ଲୀର ଅନେକ ହସ୍ପିଟାଲ ଡାକ୍ତରମାନେ ଆନ୍ଦୋଳନରୁ ଓହରିଯାଇଛନ୍ତି। ଅନ୍ୟପକ୍ଷେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଆନ୍ଦୋଳନ ଜାରି ରଖିବାକୁ ପଶ୍ଚିମବଙ୍ଗର ଡାକ୍ତରମାନେ ନିଷ୍ପତ୍ତି ନେଇଛନ୍ତି।
ପ୍ରକାଶ ଯେ, ଆର୍‌.ଜି. କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କ ମୃତଦେହ ଅଗଷ୍ଟ ୯ରେ ମିଳିଥିଲା। ଡାକ୍ତରମାନେ ୧୨ ତାରିଖରୁ ଦେଶବ୍ୟାପୀ ଆନ୍ଦୋଳନ ଚଳାଇଥିବାରୁ ଓପିଡି ଏବଂ ଅଣଜରୁରୀ ସେବା ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri