Posted inଜାତୀୟ

ଡାକ୍ତର ଆନ୍ଦୋଳନ ପ୍ରତ୍ୟାହୃତ, ପଶ୍ଚିମବଙ୍ଗରେ ଜାରି ରହିବ

ନୂଆଦିଲ୍ଲୀ,୨୨ା୮:କୋଲକାତା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ପ୍ରତିବାଦରେ ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍ସ) ଡାକ୍ତରମାନେ ୧୧ ଦିନ ଧରି ଆନ୍ଦୋଳନ ଚଳାଇଥିଲେ। ଗୁରୁବାର ସୁପ୍ରିମକୋର୍ଟଙ୍କ ପରାମର୍ଶକ୍ରମେ ସେମାନେ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପ୍ରତ୍ୟାହାର କରିନେଇଛନ୍ତି। ଆମେ ଶୀର୍ଷ ଅଦାଲତଙ୍କ ନିର୍ଦ୍ଦେଶକୁ ପାଳନ କରିବୁ। ରୋଗୀ ସେବା ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ଏମ୍ସ ରେସିଡେଣ୍ଟ ଡକ୍ଟର୍ସ ଆସୋସିଏଶନ୍‌ ପକ୍ଷରୁ ଏକ୍ସ’ରେ ସୂଚନା ଦିଆଯାଇଛି। ସେହିପରି ଫେଡେରେଶନ୍‌ ଅଫ୍‌ ଅଲ୍‌ ଇଣ୍ଡିଆ ମେଡିକାଲ ଆସୋସିଏଶନ୍‌ (ଏଫ୍‌ଏଆଇଏମ୍‌ଏ) ସମେତ ଦିଲ୍ଲୀର ଅନେକ ହସ୍ପିଟାଲ ଡାକ୍ତରମାନେ ଆନ୍ଦୋଳନରୁ ଓହରିଯାଇଛନ୍ତି। ଅନ୍ୟପକ୍ଷେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଆନ୍ଦୋଳନ ଜାରି ରଖିବାକୁ ପଶ୍ଚିମବଙ୍ଗର ଡାକ୍ତରମାନେ ନିଷ୍ପତ୍ତି ନେଇଛନ୍ତି।
ପ୍ରକାଶ ଯେ, ଆର୍‌.ଜି. କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କ ମୃତଦେହ ଅଗଷ୍ଟ ୯ରେ ମିଳିଥିଲା। ଡାକ୍ତରମାନେ ୧୨ ତାରିଖରୁ ଦେଶବ୍ୟାପୀ ଆନ୍ଦୋଳନ ଚଳାଇଥିବାରୁ ଓପିଡି ଏବଂ ଅଣଜରୁରୀ ସେବା ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri