Posted inଜାତୀୟ

ଆଜିଠାରୁ ଦେଶବ୍ୟାପୀ ଅନ୍ଦୋଳନକୁ ଓହ୍ଲାଇବେ ଡାକ୍ତର, ପ୍ରଭାବିତ ହେବ ଓପିଡି ସେବା

ନୂଆଦିଲ୍ଲୀ,୨୭ ।୧୧: ନିଟ ପିଜି ଅର୍ଥାତ୍ ନ୍ୟାଶନାଲ ଇଲିଜିବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ପୋଷ୍ଟଗ୍ରାଜୁଏଟ(ନିଟ ପିଜି)କାଉନସିଲିଂ ୨୦୨୧ରେ ବାରମ୍ବାର ହେଉଥିବା ବିଳମ୍ବ ଯୋଗୁ ଫେଡେରେଶନ ଅଫ୍ ରେସିଡେଣ୍ଟ ଡକ୍ଟର୍ସ ଆସୋସିଏଶନ ଶନିବାରଠାରୁ ଦେଶବ୍ୟାପୀ ବନ୍ଦ ଡାକଡା ଦେଇଛନ୍ତି । ସଙ୍ଘ ପକ୍ଷରୁ ସମସ୍ତ ଓପିଡି ବନ୍ଦ ରଖିବାକୁ ଆହ୍ୱାନ ଦିଆଯାଇଛି । ଫଳରେ ରାଜଧାନୀ ଦିଲ୍ଲୀରେ ବିଭିନ୍ନ ହସ୍ପିଟାଲର ଯେମିତିକି ରାମ ମନୋହର ଲାଲ ଲୋହିୟା ହସ୍ପିଟାଲ, ଲେଡି ହାର୍ଡିଗ ହସ୍ପିଟାଲ, ବିଏମ୍‌ଏମ୍‌ସି ହସ୍ପିଟାଲ ମଧ୍ୟ ଓପିଡି ବନ୍ଦ ରଖିବ ବୋଲି ସୂଚନା ମିଳିଛି । ସେହିପରି ମୌଲାନା ଆଜାଦ ମେଡିକାଲ କଲେଜ ରେସିଡେନ୍ସ ଡକ୍ଟର୍ସ ଆସେସିଏଶନ ବି ଏହି ଷ୍ଟ୍ରାଇକରେ ସାମିଲ ହେବ ବୋଲି ସ୍ଥିର କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri