କୋଭିଡ୍‌ ହସ୍ପିଟାଲରେ ଡାକ୍ତର ଆନ୍ଦୋଳନ

ନୂଆଦିଲ୍ଲୀ, ୧୨।୧୦: ମହାମାରୀ କରୋନା କାଳରେ ଜୀବନକୁ ବାଜି ଲଗାଇ କାମ କରୁଥିବା ଡାକ୍ତର ଓ ନର୍ସ (କୋଭିଡ୍‌ ଯୋଦ୍ଧା)ଙ୍କୁ ଦିଲ୍ଲୀ ସରକାରଙ୍କ ହତାଦର ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି। ୪ ମାସ ହେଲା ଦରମା ନ ପାଇ ଏମାନେ କାମ କରିଆସୁଥିଲେ। ଦିଲ୍ଲୀର ହିନ୍ଦୁ ରାଓ ହସ୍ପିଟାଲରେ ରବିବାର ଏହା ଆନ୍ଦୋଳନର ରୂପ ନେଇଛି। ତୁରନ୍ତ ଦରମା ପ୍ରଦାନ କରିବାକୁ ଆନ୍ଦୋଳନକାରୀମାନେ ହସ୍ପିଟାଲ ବାହାରେ ଦାବି କରିଛନ୍ତି। ଗତ କିଛି ସପ୍ତାହ ହେବ ୨୨୦ ରେସିଡେଣ୍ଟ ଡାକ୍ତର ଓ ୩୦୦ ନର୍ସିଂ ଷ୍ଟାଫ୍‌ କାମ ବନ୍ଦ କରିଥିଲେ। ଉତ୍ତର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ ଦ୍ୱାରା ପରିଚାଳିତ ଏହି ହସ୍ପିଟାଲ ଗତ ଜୁନ୍‌ ମାସରୁ କରୋନା ରୋଗୀଙ୍କ ଲାଗି କାମ କରିଆସୁଛି। ଆନ୍ଦୋଳନ ଡାକରା ପରେ ଦିଲ୍ଲୀ ସରକାର କେତେକ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିଥିବା ଜଣାପଡ଼ିଛି। ଏଭଳି ବିକଳ ସ୍ଥିତିକୁ ନେଇ ଜନସାଧାରଣ ଦିଲ୍ଲୀର ଆମ୍‌ ଆଦ୍‌ମୀ ସରକାରଙ୍କ କାର୍ଯ୍ୟଧାରାକୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକର ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୨।୪: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ହସ୍ପିଟାଲରେ ଭର୍ତ୍ତି। ନିକଟରେ କରୋନା ସଂକ୍ରମିତ ହୋଇଥିବା ସଚିନ ନିଜେ ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶରେ...

ହରିଦ୍ୱାରରେ ପତଞ୍ଜଳି ବିଶ୍ୱବିଦ୍ୟାଳୟର ଉଦ୍‌ଘାଟନ କଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ

ଡେରାଡୁନ,୩୦।୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ହରିଦ୍ୱାରରେ ପତଞ୍ଜଳି ବିଶ୍ୱବିଦ୍ୟାଳୟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୧୦୭ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ କେବେ କମୁଛି। ଇତିମଧ୍ୟରେ ବୁଧବାର...

‘ମୁଁ ଭିକ ମାଗିବି ନାହିଁ’, ଯାହା ଦଣ୍ଡ ଦେବାର ଅଛି ଦିଅ: ୟାସିନ ମଲିକ

ନୂଆଦିଲ୍ଲୀ,୨୫ ।୫: କଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କ ସଜା ଉପରେ ବୁଧବାର ଶୁଣାଣି ହେବ । ଏନଆଇଏର ବିଶେଷ କୋର୍ଟରେ ଏହାର ସଜା ସ୍ଥିର...

ମହାକାଶରେ ଭାରତର ସ୍ଥିତି ସୁଦୃଢ଼ ହେବା ଜରୁରୀ…

ନୂଆଦିଲ୍ଲୀ, ୧୫।୬ : ମହାକାଶରେ ଉପଲବ୍ଧ ଉତ୍ସଗୁଡିକର ବ୍ୟବହାର ଉପରେ ଏୟାର ଚିଫ ମାର୍ଶଲ ଭି.ଆର ଚୌଧରୀ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ ମହାକାଶରେ...

ରାଜଧାନୀବାସୀଙ୍କୁ ଡରାଇଲାଣି କରୋନା: ଆଜି ଚିହ୍ନଟ ହେଲେ ୫୧ ଆକ୍ରାନ୍ତ; ଅଛି ୧୬ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୫୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୩୫ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୬...

ଭାଜପା ବିକ୍ଷୋଭକାରୀଙ୍କୁ ଠେଙ୍ଗା ଧରି ଗୋଡ଼ାଇଲେ କଂଗ୍ରେସକର୍ମୀ

ଭୋପାଳ,୧୬।୧୧: ରାଫାଲ ଯୁଦ୍ଧ ବିମାନ ପୁନର୍ବିଚାର ଆବେଦନ ଖାରଜ ହେବା ପରେ ମଧ୍ୟପ୍ରଦେଶ ଦେବାସରେ ଭାଜପା ବିକ୍ଷୋଭକାରୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ନାନା ସ୍ଲୋଗାନ ଦେଇ...

‘ଆମକୁ ଭୋଟ ଦିଅ, ଆମେ ମଦ ଦେବୁ’

ହାଇଦ୍ରାବାଦ୍‌,୨୯।୧୨: ଭାରତୀୟ ଜନତା ପାର୍ଟିର ଜଣେ ନେତା ଏକ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଆନ୍ଧ୍ରପ୍ରଦେଶ ଭାଜପା ସଭାପତି ସୋମୁ ଭେରାଜୁ କହିଛନ୍ତି, ଭାଜପାକୁ...

Advertisement
Archives

Model This Week