ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ ହେବାରୁ ଡାକ୍ତରମାନେ କଳାବ୍ୟାଜ୍‌ ପରିଧାନ କରି ପ୍ରତିବାଦ କରିବା ସହ ଆନ୍ଦୋଳନ ଯୋଗୁ ଏହାର ପ୍ରଭାବ ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମଧ୍ୟ ପଡ଼ିଥିବାବେଳେ ଡାକ୍ତରମାନେ ମେଡିକାଲ ସମ୍ମୁଖରେ ଶାନ୍ତିପୂର୍ଣ ଭାବେ ଧର୍ମଘଟକୁ ଓହ୍ଲାଇଛନ୍ତି। ମେଡିକାଲ ଇନଚାର୍ଜ ଡ଼ .ଶ୍ରୀନିବାସ ପାତ୍ରଙ୍କ ସମେତ ସମସ୍ତ ଡାକ୍ତର ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ। ଡାକ୍ତରମାନଙ୍କ କାର୍ଯ୍ୟବନ୍ଦ ଯୋଗୁଁ ବାହ୍ୟ ରୋଗୀ ବିଭାଗ (ଓପିଡି) ସେବା ସହ ଅନ୍ୟାନ୍ୟ ନିୟମିତ ସ୍ବାସ୍ଥ୍ୟସେବା ପ୍ରଭାବିତ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ

ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri