୧୮ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ: ୨ ଘଣ୍ଟା ଆନ୍ଦୋଳନ ପାଇଁ ରୋଗୀ ହୀନସ୍ତା

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓଏମ୍‌ଏସଏ)ପକ୍ଷରୁ ୧୮ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସକାଳ ୯ଟାରୁ ଏହି ଆନ୍ଦୋଳନ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଚାଲୁଛି ଫଳରେ ରୋଗୀ ସେବା ବ୍ୟାହତ ହୋଇଛି। ରୋଗୀମାନେ ସକାଳ ୮ ଟାରୁ ପହଞ୍ଚି ଡାକ୍ତରଙ୍କୁ ଅପେକ୍ଷା କରିବାକୁ ପଡୁଛି। ଦିନ ୧୧ଟା ପରେ ଡାକ୍ତର ବହିର୍ବିଭାଗ ଚିକିତ୍ସା ଚାମ୍ବରକୁ ଆସୁଛନ୍ତି। ସେହି ସମୟ ପର୍ଯ୍ୟନ୍ତ ରୋଗୀମାନେ ବହୁ ହଇରାଣ ଭୋଗୁଥିବା ରୋଗୀ ସମ୍ପର୍କୀୟ ତିଆଡ଼ି ନାୟକ, ଅଜିତ ପ୍ରଧାନ ଓ ରୋଗୀ ବିଶିକେଶନ ସାହୁ ପ୍ରମୁଖ କହିଛନ୍ତି। ଏନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି ଯେ, ଜରୁରୀକାଳିନ ସେବା ଚାଲିଛି। ଯେଉଁ ରୋଗୀ ଜରୁରୀ ସେବା ଆବଶ୍ୟକ ଆମେ ତାଙ୍କୁ ସେବା ଯୋଗାଉଛୁ ବୋଲି କହିଛନ୍ତି। ସେ କହିଛନ୍ତି ଆବଶ୍ୟକ ଡାକ୍ତର ପଦବୀ ଯୋଗାଇଦେବା, ଡାକ୍ତରଙ୍କୁ ସୁରକ୍ଷା ଯୋଗାଇଦେବା, କେବିକେ ନିୟମରେ ପରିବର୍ତ୍ତନ ଭଳି ଦାବିଗୁଡ଼ିକ ସରକାରଙ୍କ ନିକଟରେ ରହିଥିବା କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri