ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଓମ୍‌ସା ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଓମ୍‌ସାର ଦାବି ନେଇ ଉଚ୍ଚସ୍ତରୀୟ ବୈଠକ ପରେ ଏକ କମିଟି ଗଠନ ପାଇଁ ନିଷ୍ପତ୍ତି ନିଆଯାଇଛି। କମିଟିରେ ସ୍ବାସ୍ଥ୍ୟ, ଜିଏ, ଅର୍ଥ, ଆଇନ ସଚିବ ସ୍ଥାନିତ ହୋଇଛନ୍ତି। ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ ବସିବ।

ସୂଚନାଯୋଗ୍ୟ, ରାଜ୍ୟରେ ୫୦ ପ୍ରତିଶତରୁ କମ୍‌ ଡାକ୍ତର ଅଛନ୍ତି। ତେଣୁ ରୋଗୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ସମୟରେ ଡାକ୍ତରମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ କେତେକ ସ୍ଥାନରେ ରୋଗୀଙ୍କ ସମ୍ପର୍କୀୟମାନେ ମଧ୍ୟ ଡାକ୍ତରଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛନ୍ତି। ଯାହାକୁ ନେଇ ଡାକ୍ତରମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇ ସୁରକ୍ଷା ସମେତ ଅନ୍ୟାନ୍ୟ ଦାବି ନେଇ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

କାହିଁକି ଆତ୍ମହତ୍ୟା କଲେ IIC: ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ସିପି

କଟକ, ୪।୭ (ପ୍ରଭୁକଲ୍ୟାଣ ପାଲ): ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି।…

ବିଧାୟକ ଅଶୋକ ଦାସଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ, ସମସ୍ୟାରେ ଥିବା କହି ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର, ୪/୭: କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ନାଁରେ ଏକ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି କିଛି ଅସାମାଜିକ ବ୍ୟକ୍ତି ଟଙ୍କା ମାଗୁଥିବା ଅଭିଯୋଗ ସାମ୍ନାକୁ ଆସିଛି।…

ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ

ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ ନିଜ କ୍ୱାର୍ଟର୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri