ଡାକ୍ତରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରୁ ଜଣେ ଡାକ୍ତରଙ୍କ ମୃତଦେହ ଜବତ କରାଯାଇଛି। ମୃତ ଡାକ୍ତର ଜଣକ ହେଲେ ସୁଶୀଲ ସାହୁ। ସେ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ଡାକ୍ତର କାହିଁକି ଆତ୍ମହତ୍ୟା କଲେ ତା’ର ତଦନ୍ତ କରୁଛି ପୋଲିସ।

ସୂଚନାନୁଯାୟୀ, ସୁଶୀଲ ଏକ ଘରୋଇ ହସ୍ପିଟାଲରେ ଶିଶୁ ରୋଗ ବିଶେଷଜ୍ଞ ଭାବେ କାର୍ଯ୍ୟରତ ଥିଲେ। ଗୁରୁବାର ରାତିରେ ସେ ଡ୍ୟୁଟିରେ ଥିବା ବେଳେ କିଛି ସମୟ ପାଇଁ ରେଷ୍ଟ୍‌ରୁମ୍‌କୁ ଯାଇଥିଲେ। ଦୀର୍ଘ ସମୟ ଧରି ସେ ଚାମ୍ବରକୁ ନ ଫେରିବାରୁ ହସ୍ପିଟାଲ କର୍ମଚାରୀ ରେଷ୍ଟରୁମ୍‌କୁ ଯାଇ ସେ ବେଡ୍‌ରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଡାକିବା ସତ୍ତ୍ୱେ ନ ଉଠିବାରୁ ଏନେଇ କର୍ମଚାରୀଜଣକ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ଏହାପରେ ହସ୍ପିଟାଲ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri