ଏହି ଅଭିନେତ୍ରୀଙ୍କୁ ଡାକ୍ତର କହିଥିଲେ କେବେ ମା’ ହୋଇପାରିବେ ନାହିଁ

ପଞ୍ଜାବୀ ସିନେମାର ପ୍ରସିଦ୍ଧ ଅଭିନେତ୍ରୀ ନୀରୁ ବାଜୱା ଏକ ସାକ୍ଷାତକାର ରେ କହିଥିଲେ ଏପରି ଏକ ସମୟ ଥିଲା ଯେତେବେଳେ ଡାକ୍ତରମାନେ ତାଙ୍କୁ କଦାପି ମା’ ହୋଇପାରିବେ ନାହିଁ ବୋଲି କହିଥିଲେ। କିନ୍ତୁ ଇଶ୍ବରଙ୍କ ଇଚ୍ଛା ଆଗରେ ସବୁକିଛି ଫେଲ ଭଳି ନୀରୁ ଥରେ ନୁହେଁ, ଚାରିଥର ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି।
ନୀରୁ କେବଳ ଜଣେ ଅଭିନେତ୍ରୀ ନୁହଁନ୍ତି, ସେ ଜଣେ ର୍ନିମାତା ଏବଂ ନିର୍ଦ୍ଦେଶକ ମଧ୍ୟ। ପଞ୍ଜାବ ଫିଲ୍ମ ଇଣ୍ଡଷ୍ଟ୍ରିରେ ତାଙ୍କ ଦବ୍‌ଦବା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri