ମୋଦିଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରୀ ଅପମାନଜନକ: ବ୍ରିଟେନ୍‌ ସାଂସଦ

ନୂଆଦିଲ୍ଲୀ/ଲଣ୍ଡନ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିସିସିଆଇର ଡକ୍ୟୁମେଣ୍ଟାରୀକୁ ନେଇ ବିବାଦ ଥମିବାର ନାଁ ଧରୁନାହିଁ। ଏହି ମାମଲାରେ ବ୍ରିଟେନର ଜଣେ ସାଂସଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ଥନ କରିଛନ୍ତି। ବ୍ରିଟେନର ସାଂସଦ ରବର୍ଟ ବ୍ଲାକ୍‌ମ୍ୟାନ୍‌ ଡକ୍ୟୁମେଣ୍ଟାରୀ ‘ଇଣ୍ଡିଆ: ଦ ମୋଦି କ୍ୱେଶ୍ଚିନ’ ବିଷୟକୁ ନେଇ ବିବିସି ଉପରେ ପ୍ରଶ୍ନ ଉଠାଇଛନ୍ତି।
ବ୍ଲାକମ୍ୟାନ ଜୟପୁରରେ ମୋଦିଙ୍କ ସପକ୍ଷରେ ମତ ଦେଇ କହିଛନ୍ତି, ବିବିସି ଡକ୍ୟୁମେଣ୍ଟାରୀ ବ୍ୟଙ୍ଗ ଏବଂ ଅପମାନରେ ପରିପୂର୍ଣ୍ଣ। ମୁଁ ଡକ୍ୟୁମେଣ୍ଟାରୀର ଉଭୟ ଅଂଶ ଦେଖିଛି। ଏହା ଦେଖି ମୋର ରକ୍ତ ତାତି ଉଠିଥିଲା। ମୁଁ ଭାବୁଛି ବିବିସି ଏଭଳି କାର୍ଯ୍ୟକଳାପରେ ଲିପ୍ତ ରହିବା ଉଚିତ୍‌ ନୁହେଁ। ଦେଶରେ କଣ ଦେଖାଯାଇପାରିବ ଏବଂ ଦେଖାଯାଇପାରିବ ନାହିଁ ତାହା ସ୍ଥିର କରିବାରେ ଭାରତ ସରକାରଙ୍କର ଅଧିକାର ଅଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡକ୍ୟୁମେଣ୍ଟାରୀ ସହିତ ଭାରତର ବିବିସି କାର୍ଯ୍ୟାଳୟରେ ଆୟକର ଅନୁସନ୍ଧାନର କୌଣସି ସମ୍ପର୍କ ନାହିଁ ବୋଲି ରବର୍ଟ କହିଛନ୍ତି। ଆୟକର ବିଭାଗର ୧୫ଜଣ ଅଧିକାରୀଙ୍କ ଏକ ଟିମ ମଙ୍ଗଳବାର ଦିଲ୍ଲୀ ଏବଂ ମୁମ୍ବାଇର ବିବିସି କାର୍ଯ୍ୟାଳୟରେ ଚଢାଉ କରିଥିଲେ। ଏହି ଚଢାଉ ଅନ୍ତର୍ଜାତୀୟ ଟିକସ ଏବଂ ଟ୍ରାନ୍ସଫର ମୂଲ୍ୟ ଅନିୟମିତତା ଅଭିଯୋଗ ସହ ଜଡିତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri