ଭାଜପା ଟିକାକୁ ବିଶ୍ୱାସ ନାହିଁ: ଅଖିଳେଶ

ଲକ୍ଷ୍ନୌ, ୩।୧: କରୋନା ମହାମାରୀ ବିରୋଧରେ ଟିକାକରଣ ଲାଗି ଭାରତ ପ୍ରସ୍ତୁତ ହେଉଥିବାବେଳେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଭାଜପାର ଏହି ଟିକାକୁ ସେ କଦାପି ବିଶ୍ୱାସ କରିପାରିବେନି ବୋଲି କହି ସମାଲୋଚିତ ହୋଇଛନ୍ତି। ଭାଜପା ଟିକା ନ ନେବା ଲାଗି ସେ ଜନସାଧାରଣଙ୍କୁ ପରାମର୍ଶ ଦେବା ସହ ତାଙ୍କ ଦଳ ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଜିତିଲେ ମାଗଣାରେ ଟିକା ଦେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅଖିଳେଶଙ୍କ ଏଭଳି ମନ୍ତବ୍ୟ ଦୁର୍ଭାଗ୍ୟଜନକ ବୋଲି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି। ଦେଶର ଡାକ୍ତର ଓ ବୈଜ୍ଞାନିକମାନଙ୍କୁ ଅପମାନିତ କରିଥିବାରୁ ୟୁପିର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ସମାଜବାଦୀ ପାର୍ଟି ଅଧ୍ୟକ୍ଷଙ୍କୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ କେନ୍ଦ୍ରୀୟ ରାଜନୀତି ମୁହାଁ କେସିଆର, ମହାରାଷ୍ଟ୍ରର ନାନ୍ଦେଡ ଏବେ ପ୍ରବେଶ ଦ୍ୱାର…

ନୂଆଦିଲ୍ଲୀ,୭।୨ : ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର) ତେଲେଙ୍ଗାନା ଭଳି ରାଜ୍ୟରୁ କେନ୍ଦ୍ରୀୟ ରାଜନୀତି ମୁହାଁ ହୋଇଛନ୍ତି। ଏନେଇ ପ୍ରବୋ ଦ୍ୱାର ଭାବେ ସେ ମହାରାଷ୍ଟ୍ରରେ...

ଇସ୍ରୋକୁ ମିଳିଲା ନୂଆ ମୁଖ୍ୟ

ନୂଆଦିଲ୍ଲୀ,୧୨।୧: ଭାରତୀୟ ଏରୋସ୍ପେସ୍‌ ଇଞ୍ଜିନିୟର ଓ ରକେଟ ସାଇଣ୍ଟିଷ୍ଟ ଡ. ଏସ୍‌ ସୋମନାଥଙ୍କୁ ଭାରତୀୟ ମହାକାଶ ରିସର୍ଚ୍ଚ ସଂଗଠନ (ଇସ୍ରୋ)ର ନୂଆ ଚେୟାରମ୍ୟାନ ଭାବେ ନିଯୁକ୍ତ...

‘ସୁପର ଆନାକୋଣ୍ଡା’ ପରେ ‘ଶେଷନାଗ’

ନୂଆଦିଲ୍ଲୀ: ଯାତ୍ରୀଗଣ…ଏହି ଶବ୍ଦ ଉଚ୍ଚାରଣ ହେବା ମାତ୍ରକେ ଆଖି ଆଗରେ ଭାସିଉଠେ ଭାରତୀୟ ରେଳସେବାର ଚିତ୍ର। ତେବେ କରୋନାଜନିତ ଲକ୍‌ଡାଉନ୍‌ ଯୋଗୁ ସବୁଠାରୁ ବେଶି ପ୍ରଭାବିତ...

ମୋଦିଙ୍କ ସୁରକ୍ଷାରେ ତ୍ରୁଟି ମାମଲା: ପଞ୍ଜାବର ୯ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୪।୩: ଗତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ସୁରକ୍ଷାରେ ଏକ ବଡ଼ ଧରଣର ତ୍ରୁଟି ଦେଖାଦେଇଥିଲା। ଏହି ମାମଲାରେ ବର୍ତ୍ତମାନ ୯ଜଣ...

ଯଦି ଦୋଷ କରିଛି ଦଣ୍ଡବିଧାନ କରାଯାଉ: ହେମନ୍ତ ସୋରେନ…

ରାଞ୍ଚି,୧୫।୧୦ : ଯଦି ଦୋଷ କରିଛି ତେବେ ମୋତେ ଦଣ୍ଡବିଧାନ କରାଯାଉ ବୋଲି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କହିଛନ୍ତି । ରାଞ୍ଚିଠାରେ ଶନିବାର ଏକ...

କେତେ ପାଠ ପଢ଼ିଛନ୍ତି ପ୍ରଧାନମନ୍ତ୍ରୀ, କାହିଁ ଡିଗ୍ରୀ ପ୍ରମାଣ ପତ୍ର: ଏଏପିର ପ୍ରଶ୍ନ…

ନୂଆଦିଲ୍ଲୀ,୨।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଠ ପଢ଼ା ଡିଗ୍ରୀକୁ ନେଇ ଆମ ଆଦମୀ ପାର୍ଟି ଏବଂ ଭାଜପା ମଧ୍ୟରେ ବିବାଦ ଲାଗି ରହିଛି। ବର୍ତ୍ତମାନ...

ମହିଳା ପିନ୍ଧିଥିବା ପୋଷାକକୁ ଦୋଷ ଦେଲେ କୋର୍ଟ, ବଳାତ୍କାର ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର…

ଥିରୁଭାନନ୍ତପୁରମ୍‌, ୧୭।୮ : ଏକ ଯୌନ ଉତ୍ପୀଡ଼ନ ମାମଲାରେ କେରଳର କୋଜିକୋଡେ କୋର୍ଟ ୭୪ ବର୍ଷିୟ ଲେଖକ ତଥା ସମାଜସେବୀ ସିଭିକ ଚନ୍ଦ୍ରନଙ୍କୁ ଜାମିନ ପ୍ରଦାନ...

୫ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ଦାଦି ମା’ଙ୍କ ପରଲୋକ

ଗାଜିଆବାଦ୍‌,୯।୯: ୫ ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ସରୋଜାନି ଖାନ୍ନା ଓରଫ୍‌ ଦାଦି ମା’ଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ...

Advertisement
Archives

Model This Week