କ’ଣ ଅଫିସ୍‌ରେ ବାରମ୍ବାର ‘ସୁଟା ବ୍ରେକ୍‌’ ନେବା ଦ୍ୱାରା ଷ୍ଟ୍ରେସ୍‌ କମିଥାଏ? ଜାଣନ୍ତୁ ଏହା ପଛର ସତ?

ନୂଆଦିଲ୍ଲୀ,୫।୯: ସିଗାରେଟ୍‌ ଟାଣିବାର ସୌକିନ ରଖିଥିବା ଲୋକ ଅଧିକ ଷ୍ଟ୍ରେସରେ ଥିଲେ ଅଧିକ ଧ୍ରୁମପାନ କରିଥାନ୍ତି। ସେମାନେ ବିଶ୍ୱାସ କରନ୍ତି କି, ସିଗାରେଟ୍‌ ଏକ ଷ୍ଟ୍ରେସ୍‌ ରିଲିଭର ଅଟେ। ପ୍ରାୟତଃ ଅଫିସରେ ଲୋକେ ଲଞ୍ଚବ୍ରେକ୍‌ରେ କିମ୍ବା ମିଟିଂ ପରେ କିମ୍ବା ମାଲିକଙ୍କ ଠାରୁ ଅଧିକ ଗାଳି ଶୁଣିବା ପରେ ସୁଟା ବ୍ରେକ୍‌ ନେଇଥାନ୍ତି। ତେବେ କ’ଣ ସିଗାରେଟ୍‌ ପିଇବା ଦ୍ୱାରା କ’ଣ ସତରେ ଷ୍ଟ୍ରେସ୍‌ କମ୍‌ ହୋଇଥାଏ। ନା ଏହା ସିଗାରେଟ୍‌ ଟାଣୁଥିବା ଲୋକଙ୍କର ଏକ ଧାରଣା। ଜାଣନ୍ତୁ ଏହା ପଛର ସତ୍ୟତା…

ନ୍ୟାଶନାଲ ହେଲଥ୍‌ ସର୍ଭିସ ଅନୁଯାୟୀ, ଯେଉଁମାନେ ଧ୍ରୁମପାନ କରନ୍ତିନି ସେମାନଙ୍କ ତୁଳନାରେ ଧ୍ରୁମପାନ କରୁତିବା ଲୋକଙ୍କ ଚାପ ବା ଷ୍ଟ୍ରେସ ଲେବୁଲ କମ୍‌ ରହିଥାଏ। ଲୋକଙ୍କ କହିବାନୁସାରେ, ସିଗାରେଟ୍‌ ଟାଣିବା ପରେ ସେମାନଙ୍କୁ ଆରାମ୍‌ ମିଳିଥାଏ। କାରଣ ସିଗାରେଟ୍‌ ପିଇବା ପରେ ଶରୀରରେ ନସିକୋଟିନ୍‌ ଲେବୁଲ୍‌ ଅଧିକ ବଢି ଯାଇଥାଏ। ଯାହାପରେ ଆପଣଙ୍କର ଶରୀର ଅଭ୍ୟାସରେ ପଡିଯାଏ। ଯେତେବେଳେ ଆପଣ ଧ୍ରୁମପାନ କରନ୍ତି ସେତେବେଳେ ଆପଣଙ୍କୁ ଲାଗିଥା, କି, ଆପଣଙ୍କ ଡିପୋମାଇନ ସ୍ତର ନିୟନ୍ତ୍ରଣ କରିବା ପାଇଁ ସିଗାରେଟ୍‌ର ଆବଶ୍ୟକତା ପଡିଥାଏ। ଏଥିପାଇଁ ଆପଣଙ୍କୁ ଲାଗିଥାଏ। କି, ଏହା ଆପଣଙ୍କ ଶରୀରକୁ ଆରାମ ଦେବାରେ କାମ କରିଥାଏ। କିନ୍ତୁ ବାସ୍ତବରେ ଏହା ଆପଣଙ୍କ ଶରୀରରେ ଷ୍ଟ୍ରେସ ଅଧିକ ବଢାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri