Posted inଖେଳ

ଡି’ ଭିଲର୍ସଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ କୋହଲି

ଅହମ୍ମଦାବାଦ,୨୮।୪ : ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନ୍‌ରେ ହରାଇବା ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ସାଥି ଖେଳାଳି ଏବି ଡି’ ଭିଲର୍ସଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି।

ଡି’ ଭିଲର୍ସ ପସନ୍ଦ କରନ୍ତି ନାହିଁ, ମୁଁ ଏହା କୁହେ। ମାତ୍ର ସେ ୫ ମାସ ହେଲା ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟ ଖେଳି ନାହାନ୍ତି। ଏହାସତ୍ତ୍ୱେ ତାଙ୍କ ବ୍ୟାଟିଂ ଦେଖିଲେ ଲାଗୁ ନାହିଁ, ସେ ଅନ୍ତର୍ଜାତୀୟ କ୍ରିକେଟରୁ ଦୂରେଇ ଯାଇଛନ୍ତି। ତାଙ୍କୁ ସଲ୍ୟୁଟ। ସେ ଆମ ପାଇଁ ବାରମ୍ବାର ଏଭଳି ଇନିଂସ ଖେଳୁଛନ୍ତି। ସେ ଆମ ଦଳ ପାଇଁ ସେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ବୋଲି ମ୍ୟାଚ୍‌ ପରେ କୋହଲି କହିଛନ୍ତି। ଉଲ୍ଲେଖଯୋଗ୍ୟ, ଦିଲ୍ଲୀ ବିପକ୍ଷରେ ୪୨ ବଲରେ ୭୫* ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ ଡି’ ଭିଲର୍ସ। ଅନ୍ତିମ ଓଭରରେ ସେ ୩ ଛକା ସହ ୨୩ ରନ୍‌ ସ୍କୋର କରିଥିଲେ, ଯାହାକି ଶେଷକୁ ସାବ୍ୟସ୍ତ ହୋଇଥିଲା ନିର୍ଣ୍ଣାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି।…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri