Posted inଫୁରସତ

ଏମିତି ହୋଟେଲ, ନା ଅଛି ଛାତ ନା ପାଚେରି; ତଥାପି କପଲଙ୍କ ପାଇଁ ସବୁଠୁ ପ୍ରିୟ ଏହି ସ୍ଥାନ

ଦୁନିଆରେ ବୁଲିବା ପାଇଁ ଅନେକ ସ୍ଥାନ ରହିଛି। ଯେଉଁଠି କିଛି ସମୟ ଶାନ୍ତିରେ ବିତାଇବାକୁ ଲୋକେ ଯାଇଥାନ୍ତି। ସବୁଠୁ ପସନ୍ଦର ସ୍ଥାନ ହେଲା ସବୁଜ ବନାନୀ ମଧ୍ୟରେ ଥିବା ନିରୋଳା ଜାଗା। ଏହାକୁ କପଲମାନେ ସବୁଠୁ ଅଧିକ ପସନ୍ଦ କରନ୍ତି। ଏଠାରେ କେହି ହଇରାଣ କରିବାକୁ ନ ଥାନ୍ତି। ଏଥିପାଇଁ ଏକ ସୁନ୍ଦର ହୋଟେଲକୁ ବାଛିଥାନ୍ତି। ମାତ୍ର ଆଜି ଏମିତି ଏକ ହୋଟେଲ ବିଷୟରେ କହିବୁ, ଯେଉଁଠି ଛାତ ନାହିଁ କି ପାଚେରି ନାହିଁ। ତଥାପି ଏହା କପଲଙ୍କ ପାଇଁ ସବୁଠୁ ଉତ୍ତମ ସ୍ଥାନ।

ଏହି ହୋଟେଲର ନାମ ହେଉଛି ‘ନଲ୍‌ ଷ୍ଟର୍ନ’। ଏହା ସୁଇଜରଲାଣ୍ଡରେ ଅଛି। ଏହା ଏକ ଓପର ଏୟାର ହୋଟେଲ୍‌। ଯେଉଁଥିରେ କେବଳ କୋଠରି ଅଛି। ଏଠାରେ ରହୁଥିବା ଲୋକଙ୍କୁ ଖୋଲାରେ ଶୋଇବାକୁ ପଡ଼େ। ଜୁଲାଇ ୨୦୧୬ରେ ଏଠାରେ ଗୋଟିଏ ବେଡ୍‌ ସହ ହୋଟେଲଟି ଲଞ୍ଚ୍‌ ହୋଇଥିଲା।

ସମୁଦ୍ର କୂଳରୁ ୬,୪୬୩ ଫୁଟ ଉଚ୍ଚରେ ଥିବା ଏହି ହୋଟେଲରେ ଗୋଟିଏ ରାତି ରହିବାକୁ ୧୭୦୦୦ ଟଙ୍କା ଦେବାକୁ ପଡ଼ିଥାଏ। ମାତ୍ର ଏଠାରେ ରହିବାକୁ ହେଲେ ଉତ୍ତମ ଋତୁ ଦରକାର। ଠିକ୍‌ ଋତୁ ହେଲେ ବୁକିଂ କ୍ୟାନସେଲ୍‌ କରିଦିଆଯାଏ। ଆର୍ଟିଷ୍ଟ ଫ୍ରେକ୍‌ ଏବଂ ରିକଲିନ୍‌ ଏହି ହୋଟେଲ ନିର୍ମାଣ କରିଛନ୍ତି।

ଏହି ହୋଟେଲରେ ଖୋଲା ଆକାଶ ତଳେ ବେଡ୍‌ ରହିଛି। ଏଠାରେ ଟଏଲେଟ୍‌ ବି ନାହିଁ। ପର୍ଯ୍ୟଟକମାନେ ଏଠାରୁ କିଛି ଦୂରରେ ଥିବା ସାଧାରଣ ଟଏଲେଟ୍‌ ବ୍ୟବହାର କରିଥାନ୍ତି।

ଚତୁଃପାର୍ଶ୍ୱରେ ପାହାଡ଼ ଘେରା ଏହି ସ୍ଥାନ ବହୁତ ସୁନ୍ଦର। ଏଠାକୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ପ୍ରଥମେ ବୁକ୍‌ କରିବାକୁ ପଡ଼ିଥାଏ। କରୋନା ମହାମାରୀ ସମୟରେ ବୁକିଂ ବନ୍ଦ କରିଦିଆଯାଇଛି। ଏହାର ସୂଚନା ହେଟେଲର ଅଫିସିଆଲ ଓ୍ବେବ୍‌ସାଇଟ୍‌ରେ ଅପଲୋଡ୍‌ କରିଦିଆଯାଇଛି। ଏଥିରେ ଲେଖାଅଛି, ୨୦୨୧ରେ ହୋଟେଲ ପାଇଁ ବୁକିଂ ହୋଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri