Posted inଫୁରସତ

କୁନି କୁକୁରର ବଡ଼ କମାଲ

କୋଞ୍ଜୋ ଏକ କୁନି କୁକୁର। କଳାରଙ୍ଗର ଏଇ କୁକୁରଟି ଅଧା ପାପିଲନ୍‌, ଚାରିଭାଗରୁ ଏକ ଭାଗ ଜ୍ୟାକ୍‌ ରଶେଲ୍‌ ଟେରିଏର୍‌ ଏବଂ ଅନ୍ୟ ଚାରିଭାଗରୁ ଏକ ଭାଗ ଚିହୁଆହୁଆ ପ୍ରଜାତିର । ଏକ ମିଶ୍ରଣ ପ୍ରଜାତିର ଏହି କୁକୁରଟି ବେଶ୍‌ ଛୋଟ, ହେଲେ ନିଜ ନାମକୁ ସେ ଗିନିଜ ଓ୍ବାର୍ଲଡ ରେକର୍ଡସରେ ସ୍ଥାନିତ କରିପାରିଛି। ୨୦୧୪, ଡିସେମ୍ବର ୨୨ ତାରିଖ କାଲିଫର୍ନିଆର ଟସ୍କିନ ସ୍ପୋର୍ଟସ୍‌ ପାର୍କରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପଛ ଦୁଇ ଗୋଡ଼କୁ ଉପରକୁ ଟେକି, ଆଗ ଦୁଇ ଗୋଡ଼ରେ ଦୌଡ଼ି ୫ ମିଟର ଦୂରତାକୁ ୫.୩୭ ସେକେଣ୍ଡରେ ଅତିକ୍ରମ କରି ସେ ରେକର୍ଡ କରିଛି। ଆଉ ମାନ୍ୟତା ପାଇଛି ସବୁଠୁ କମ୍‌ ସମୟରେ ଆଗ ଗୋଡ଼ରେ ୫ ମିଟର ଦୂରତା ଅତିକ୍ରମ କରିଥିବା କୁକୁରଭାବେ। କୋଞ୍ଜୋର ମାଲିକ ପାଷ୍ଟରନାକ କହନ୍ତି, ‘କୋଞ୍ଜୋ ଛୋଟ ବେଳୁ ଆଗ ଦୁଇ ଗୋଡ଼ରେ ଚାଲିବା ଆରମ୍ଭ କରିଥିଲା। ବୋଧହୁଏ ତା’ର ଛୋଟ ଶରୀର ଲାଗି ସେ ଏତେ ଭଲ ଭାବେ ଏଭଳିଭାବେ ଦୌଡ଼ି ଓ ଚାଲିପାରେ।’


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

ଆଁ କରିଥିଲା ୧୪ ଫୁଟ ଲମ୍ବର କୁମ୍ଭୀର, କିସ୍‌ କଲେ ଯୁବତୀ, ଭିଡିଓ ଦେଖିଲେ…

କଲେଜ ଶେଷ ହେବା ପରେ ସମସ୍ତେ ସ୍ମୃତିକୁ ସାଇତି ରଖିବା ପାଇଁ ଫଟୋଶୁଟ୍‌ କରିଥାନ୍ତି। କେତେକ ବନ୍ଧୁମାନଙ୍କ ସହିତ ସେଲ୍‌ଫି ନିଅନ୍ତି ତ ଆଉ କେତେକ ପରିବାର…

ଅଜବ ପ୍ରେମ କାହାଣୀ: ବନ୍ଧୁତା ବଜାୟ ରଖିବାକୁ ନେଲେ ୩ ସାଙ୍ଗ ନେଲେ ଏମିତି ନିଷ୍ପତ୍ତି,ଜାଣିଲେ…

ସୋସିଆଲ ମିଡିଆରେ ବର୍ତ୍ତମାନ ଏକ ବିବାହକୁ ନେଇ ଖୁବ୍‌ ଚର୍ଚ୍ଚା ଚାଲିଛି। ଯାହାକୁ ଦେଖି ୟୁଜର୍ସମାନେ କହିଛନ୍ତି ୟାକୁ ହିଁ କୁହନ୍ତି ବନ୍ଧୁତା। ଆପଣ ବନ୍ଧୁମାନଙ୍କୁ ବ୍ୟବସାୟରେ…

ଜୀବନରେ ସବୁବେଳେ ଏହି ୪ ପ୍ରକାର ଲୋକଙ୍କଠାରୁ ଦୂରେଇ ରହିବା ଉଚିତ୍‌, ନଚେତ୍‌…

ଚାଣକ୍ୟ ନୀତି ହେଉଛି ଆଚାର୍ଯ୍ୟ କୌଟିଲ୍ୟଙ୍କ କୃତୀ। ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି ଏହା ଜୀବନର ନୈତିକ ଶିକ୍ଷା, ପ୍ରତ୍ୟେକଙ୍କ ପାଇଁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri