Posted inଜାତୀୟ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କୁକୁରର ଶେଷକୃତ୍ୟ

ବେଙ୍ଗାଲୁରୁ, ୫ା୯: କର୍ନାଟକର ମାଙ୍ଗାଲୁରୁରେ ରବିବାର ପୋଲିସ କୁକୁର ଗୀତାର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ୧୧ ବର୍ଷ ବୟସରେ ଶନିବାର ଲାବ୍ରେଡର ପ୍ରଜାତିର ଏହି କୁକୁର ଆଖି ବୁଜିଥିଲା। ୨୦୧୧ ମେ ୨୧ରେ ଜନ୍ମିତ ଗୀତା ପୋଲିସ ବାହିନୀରେ ସେହିବର୍ଷ ଅଗଷ୍ଟ ୧୯ରେ ସାମିଲ ହୋଇଥିଲା। ଭିଭିଆଇପିଙ୍କ ଗସ୍ତବେଳେ ସୁରକ୍ଷା ଓ ବିସ୍ଫୋରକ ଠାବ କାର୍ଯ୍ୟରେ ଏହାକୁ ନିୟୋଜିତ କରାଯାଉଥିଲା। ମାଙ୍ଗାଲୁରୁର ଡିଏଆର୍‌ ଗ୍ରାଉଣ୍ଡ୍‌ରେ ରବିବାର ପୂର୍ବାହ୍ନ ୮ଟାରେ ଗୀତାକୁ ରାଷ୍ଟ୍ରୀୟ ସମ୍ମାନ ସହ ସମାଧି ଦିଆଯାଇଥିବା ପୋଲିସ କମିଶନର ଏମ୍‌. ଶଶିକୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍‌ ଅଏଲ୍‌ ରିଫାଇନେରିରେ ଭୟଙ୍କର ଅଗ୍ନିକାଣ୍ଡ

ହଳଦିଆ,୨୧।୧୨- ପଶ୍ଚିମବଙ୍ଗର ହଳଦିଆରେ ଥିବା ଇଣ୍ଡିଆନ୍‌ ଅଏଲ୍‌ ରିଫାଇନାରିରେ ମଙ୍ଗଳବାର ଅପରାହ୍ନ ୩ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୪...

୭୦ ମିନିଟ୍‌ରେ ୨୧ଟି ସ୍ଥାନରେ ହୋଇଥିଲା ବିସ୍ଫୋରଣ

ଅହମଦାବାଦ,୧୮।୨: ୨୦୦୮ରେ ଗୁଜରାଟର ଅହମଦାବାଦରେ ହୋଇଥିଲା ସିରିଏଲ ବିସ୍ଫୋରଣ। ମାତ୍ର ୭୦ ମିନିଟ୍‌ରେ ୨୧ଟି ସ୍ଥାନରେ ଭୟଙ୍କର ବିସ୍ଫୋରଣ ଘଟି ୫୬ଜଣ ପ୍ରାଣ ହରାଇଥିବା ବେଳେ...

ସଂସ୍କୃତକୁ ମୃତ ଭାଷା କହିଲେ ମାରାନ

ନୂଆଦିଲ୍ଲୀ,୧୧ା୨(ପି.ଟି.): ଡିଏମ୍‌କେ ନେତା ଦୟାନିଧି ମାରାନ ସଂସ୍କୃତକୁ ଏକ ମୃତ ଭାଷା କହି ଏହାର ପ୍ରାସଙ୍ଗିକତା ଉପରେ ପ୍ରଶ୍ନ ଚିହ୍ନ ଲଗାଇଥିବାରୁ ଏହାକୁ ନେଇ ଲୋକ...

କ୍ଷୀରରେ ମିଶାଉଥିଲେ ମଇଁଷିକୁଣ୍ଡ ପାଣି: ଷ୍ଟିଙ୍ଗ୍‌ ଅପରେଶନ୍‌ରେ ପର୍ଦ୍ଦାଫାଶ୍‌

ହାଇଦ୍ରାବାଦ୍‌, ୨୨।୮: କ୍ଷୀରରେ ପାଣି ଏବଂ ଅନ୍ୟ ପଦାର୍ଥ ମିଶାଇବା କାର୍ଯ୍ୟ ତେଲଙ୍ଗାନାରେ ଜାରି ରହିଛି। ଏଭଳି ଅସାଧୁ ବ୍ୟବସାୟୀଙ୍କ ଯୋଗୁ ଲୋକେ ହଇରାଣ ହରକତ...

ଜନ୍ମ ସମୟରେ ଉପସ୍ଥିତ ଥିବା ନର୍ସଙ୍କୁ ଆଲିଙ୍ଗନ କଲେ ରାହୁଲ

ଓ୍ବାୟନାଡ,୯।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ୍ବାୟନାଡ ଗସ୍ତରେ ତାଙ୍କ ଜନ୍ମ ସମୟରେ ଉପସ୍ଥିତ ଥିବା ନର୍ସଙ୍କୁ ରବିବାର ଭେଟିଛନ୍ତି। ସେ ଅବସରପ୍ରାପ୍ତ ନର୍ସ ରାଜମ୍ମା...

ଅଢ଼େଇ ମାସର ଶିଶୁକୁ ଖୁଆଇଦେଲେ ଚକୋଲେଟ: ହସ୍ପିଟାଲରେ ପହଞ୍ଚିବା ବେଳକୁ ଚାଲିଗଲା ଜୀବନ

ନୂଆଦିଲ୍ଲୀ, ୩୧।୭: ଅଢ଼େଇ ମାସର ଶିଶୁ ତଣ୍ଟିରେ ଚକୋଲେଟ ଲାଖିଯିବାରୁ ତା’ର ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନୋଏଡାରେ। ଶିଶୁଟି ଘରେ...

କେନ୍ଦ୍ରୀୟ ମନ୍ତ୍ରୀଙ୍କ ପୁଅ ଓ ପୁତୁରା ପୋଲିସ କର୍ମଚାରୀଙ୍କୁ କଲେ ଗୁଳି

ଭୋପାଳ,୧୮।୬: ମଧ୍ୟପ୍ରଦେଶ ନରସିଂହପୁର ଜିଲା ଗୋଟେଗାଓ୍ବଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ପୋଲିସ କର୍ମଚାରୀଙ୍କୁ କେନ୍ଦ୍ରୀୟ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ...

ପରାଜୟ ପରେ କାର୍ଯ୍ୟକର୍ତ୍ତାଙ୍କୁ ବିଦା କଲେ ମାୟାବତୀ

ଲକ୍ଷ୍ନୌ,୩ା୬(ଆଇଏଏନ୍‌ଏସ୍‌): ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ବିଏସ୍‌ପି ସୁପ୍ରିମୋ ମାୟାବତୀ ୬ ରାଜ୍ୟର ନିର୍ବାଚନ ସଂଯୋଜକ ଏବଂ ଦୁଇ ରାଜ୍ୟର ବିଏସ୍‌ପି ସଭାପତିଙ୍କୁ...

Advertisement
Archives

Model This Week