Posted inଫୁରସତ

ଛୋଟ ପିଲାଟିକୁ ଆଲିଙ୍ଗନ କରୁଛି କୁକୁର: ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଛୋଟ ପିଲାକୁ ଏକ କୁକୁର ଆଲିଙ୍ଗନ କରୁଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଗୋଟିଏ ଛୋଟ ପିଲା ଖେଳୁଛି। ଏହି ସମୟରେ ପିଲାଟି ହଠାତ୍‌ ନିକଟରେ ଥିବା କୁକୁରକୁ ଆଲିଙ୍ଗନ କରୁଛି। ତାପରେ କୁକୁରଟି ମଧ୍ୟ ଉକ୍ତ ପିଲାଟିକୁ ଆଲିଙ୍ଗନ କରୁଥିବା କରୁଛି। Simon BRFC Hopkins ନାମକ ଏକ ଟୁଇଟର ଆକାଉଣ୍ଟରେ ଏହି ଭିଡିଓକୁ ଶେୟାର କରାଯାଇଛି। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

https://twitter.com/HopkinsBRFC/status/1313856724416303104


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ପିଠି କୁଣ୍ଡାଇ ମାସକୁ ରୋଜଗାର ୧୪ ଲକ୍ଷ, ମାର୍କେଟରେ ମିଳୁଛି ଏମିତି ସୁବିଧା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବେଜିଂ, ୪।୯: ଚାଇନାର ଜଣେ ୩୨ ବର୍ଷୀୟ ଉଦ୍ୟୋଗୀ ଏକ ସାଧାରଣ ସମସ୍ୟାକୁ ଏକ ଅନନ୍ୟ ଏବଂ ସଫଳ ବ୍ୟବସାୟିକ ଧାରଣାରେ ପରିଣତ କରିଛନ୍ତି। ଲୋକମାନେ ଏବେ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri