Posted inଫୁରସତ

ବ୍ରେନ୍‌ ସର୍ଜରି ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମାଲିକ: ଗେଟ୍‌ ବାହାରେ ଗୋଟିଏ ସପ୍ତାହ ଅପେକ୍ଷା କଲା କୁକୁର

କୁକୁର ସବୁଠାରୁ ବିଶ୍ୱସ୍ତ ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ତୁର୍କୀର ଇସ୍ତାନବୁଲରେ। ଜଣେ ବ୍ୟକ୍ତିଙ୍କ ପୋଷା କୁକୁର ତାଙ୍କୁ ହସ୍ପିଟାଲ ବାହାରେ ଏକ ସପ୍ତାହ ଅପେକ୍ଷା କରି ରହିଥିଲା। ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ଘଟଣାଟି ସତ। ବର୍ତ୍ତମାନ ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ମସ୍ତିଷ୍କ ଅସ୍ତ୍ରୋପଚାର ପାଇଁ ୧୪ ଜାନୁୟାରୀରେ କୁକୁରର ମାଲିକ ସେମଲ ସେଣ୍ଟୁର୍କ (୬୮)ଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ବୋନକକ ନାମକ ଏକ ଛୋଟ, ମିଶ୍ରିତ ପ୍ରଜାତିର କୁକୁରର ତାଙ୍କୁ ମେଡିକାଲ ବାହାରେ ଅପେକ୍ଷା କରି ରହିଲା। କୁକୁରର ବିଶ୍ୱସ୍ତତା ଦେଖି ଡାକ୍ତରଖାନାର ଲୋକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଗଲେ। ପରେ ସେମାନେ ମାଲିକଙ୍କୁ ଭେଟିବା ପାଇଁ କୁକୁରକୁ ଅନୁମତି ଦେଇଥିଲେ।
ମାଲିକଙ୍କୁ ମେଡିକାଲ ଆଣିବା ସମୟରେ କୁକୁର ଆମ୍ବୁଲାନ୍ସ ପିଛା କରି ମେଡିକାଲରେ ପହଞ୍ଚି ଯାଇଥିଲା। ପରେ କୁକୁରଟି ନିୟମିତ ଡାକ୍ତରଖାନାକୁ ଆସିବା ଆରମ୍ଭ କରିଥିଲା। ଡାକ୍ତରଖାନା କର୍ମଚାରୀ ତାଙ୍କୁ ଖାଇବାକୁ ଦେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷଙ୍କ ପରି ଦୁଇ ଗୋଡ଼ରେ ଚାଲୁଛି ଛେଳି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ବିସ୍କୁଟ କପ୍‌ରେ ଚା’: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମଦୁରାଇ, ୨୮।୭: ପ୍ଲାଷ୍ଟିକ୍‌ ବର୍ଜ୍ୟ ଯୋଗୁ ପୃଥିବୀ ପାଇଁ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। ପ୍ଲାଷ୍ଟିକ୍‌ର ବ୍ୟବହାର କମ୍‌ କରିବା ଲାଗି ତାମିଲନାଡୁର ମଦୁରାଇରେ ଥିବା...

ଏମିତି ଉପାୟରେ ଚୋରା ମଦ ନେଉଥିଲେ ମାଫିଆ, ଭିଡିଓ ଦେଖିଲେ କହିବେ…

ମଦ ଚୋରାଚାଲାଣ ଏକ ନିତିଦିନିଆ ଘଟଣା। ମାତ୍ର ବେଳେବେଳେ ଚୋରଙ୍କ ଉପାୟ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ସେହିପରି ଏକ ଅଜବ ଉପାୟରେ ମଦ ଚୋରାଚାଲାଣ...

ମହାକାଶରୁ ଫେରିଥିବା ରେଡ୍‌ ଓ୍ବାଇନର ଦାମ କେତେ ଜାଣନ୍ତୁ

ଏକ ରକେଟ୍‌ରେ ୧୪ ମାସ ଧରି ମହାକାଶ ଭ୍ରମଣ କରିଥିବା ରେଡ୍‌ ଓ୍ବାଇନ ଏବେ ବିକ୍ରି ଅପେକ୍ଷାରେ। ‘ପେଟ୍ରସ ୨୦୦୦’ ନାମକ ରେଡ୍‌ ଓ୍ବାଇନର ୧୨ଟି...

ଯେଉଁଠି ପ୍ରତିଘରେ ଜଣେ ମହିଳାଙ୍କର ରହିଛନ୍ତି ଏକାଧିକ ସ୍ବାମୀ

ମହାଭାରତରେ ଦ୍ରୌପଦୀଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଯାହାଙ୍କର ୫ ଜଣ ସ୍ବାମୀ ଥିଲେ। ହେଲେ ରାଜସ୍ଥାନ ଓ ମଧ୍ୟପ୍ରଦେଶ ସୀମାରେ ଥିବା ଏକ...

କଖାରୁର ଓଜନ ଜାଣିଲେ ଉଡ଼ିଯିବ ହୋସ୍‌

ସୋସିଆଲ ମିଡିଆରେ ଏପରି ଅନେକ ଜିନିଷ ଭାଇରାଲ ହୋଇଥାଏ। ଯାହା ଆଶ୍ଚର୍ଯ୍ୟଜନକ ହୋଇଥାଏ। ବେଳେବେଳେ ଅନେକ ଜିନିଷର ରଙ୍ଗ, ରୂପ ଏବଂ ଆକୃତିକୁ ନେଇ ଆଶ୍ଚର୍ଯ୍ୟ...

୯୦୦ କଲ୍‌ ରେକର୍ଡିଂ ପୋଲିସକୁ ଦେଲେ ସ୍ବାମୀ: ଏଥିରୁ ଫିଟିଲା ସ୍ତ୍ରୀଙ୍କ ଗୁମର, ଆଉ ତା’ ପରେ…

ଜଣେ ମହିଳା କନଷ୍ଟେବଳ ବିବାହର ୨ ମାସ ମଧ୍ୟରେ ସ୍ବାମୀଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ। ଯେଉଁଥିରେ କି ତାଙ୍କ ଭଉଣୀ ଏବଂ ପ୍ରେମିକ ସହାୟତା...

ସିଦ୍ଧିଦୁର୍ଗା ପାହାଡ଼ରୁ ଆସିଥିଲା ୭୩୦ ପଥର

ବରେନ୍‌ ପାହାଡ଼ ପଥର ଚିହ୍ନଟ ଦଳର ଦଳପତି ଥିଲେ ଗଦେଇ ମହାରଣା। ଗଦେଇ ମହାରଣା ଆଜି ନାହାନ୍ତି କି ବରେନ୍‌ ପାହାଡ଼ ବି ନାହିଁ। ତରାବୋଇ...

Advertisement
Archives

Model This Week