କୁକୁରକୁ ଗୁଳି କରି ହତ୍ୟା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଗରେ ମଣିଷ କିଭଳି ଭାବେ ଅମାନବୀୟ କାଣ୍ଡ ଭିଆଇପାରେ ତା’ର ଏକ ଉଦାହରଣ ବୁଧବାର ଦେଖିବାକୁ ମିଳିଛି ଖଣ୍ଡଗିରି ଥାନା ଜାଗମରା ଅଞ୍ଚଳରେ। ପୋଷିଥିବା କୁକୁଡ଼ାକୁ କୁକୁର କାମୁଡ଼ି ମାରିଦେବାରୁ ଏଥିରେ ରାଗିଯାଇ କିତାବ ପଟ୍ଟନାୟକ(୪୫) ନାମକ ଜଣେ ବ୍ୟକ୍ତି ୨ଟି କୁକୁରଙ୍କୁ ଗୁଳି କରିଛନ୍ତି। ଏଥିରେ ଗୋଟିଏ କୁକୁରର ମୃତ୍ୟୁ ଘଟିଥିବାବେଳେ ଅନ୍ୟଟିକୁ ଗୁରୁତର ଅବସ୍ଥାରେ ଫରେଷ୍ଟ ପାର୍କ ନିକଟ ଏକ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଏନେଇ ସେବା ହିଁ ସଂଳ୍ପକ ପକ୍ଷରୁ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଜାଗମରା ଅଞ୍ଚଳ ଉପର ସାହିରେ ରହୁଥିବା କିତାବଙ୍କ ନାମରେ ଏକ ମାମଲା(ନଂ.୨୩/୨୨) ରୁଜୁ କରି ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ଏକ ଏୟାର ଗନ୍‌(ଛଡ଼ରା)ରେ ଗୁଳି କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ଖଣ୍ଡଗିରି ଥାନା ଅଧିକାରୀ ପଦ୍ମନାଭ ପ୍ରଧାନ କହିଛନ୍ତି। ସୂଚନା ଅନୁଯାୟୀ, ଉପର ସାହିରେ ରହୁଥିବା କିତାବ କିଛି କୁକୁଡ଼ା ରଖିଛନ୍ତି। କିଛିଦିନ ତଳେ କିଛି ବୁଲାକୁକୁର ତାଙ୍କର ୨ କୁକୁଡ଼ାକୁ ମାରି ଦେଇଥିଲେ। ଏହାପରେ ସେ ରାଗି ଯାଇଥିଲେ। କୁକୁରକୁ ଘର ଆଖପାଖରେ ଦେଖିଲେ ସେ ଗୋଡ଼ାଇ ଦିଅନ୍ତି। ବୁଧବାର ଅପରାହ୍ନରେ ପୁଣି କୁକୁର ଦଳ କୁକୁଡ଼ାଙ୍କୁ ଗୋଡ଼ାଇ ଥିଲେ। ଏହା ଦେଖି କିତାବ ରାଗିଯିବା ସହ ପାଖରେ ରଖିଥିବା ଏୟାର ବନ୍ଧୁକରେ ୨କୁକୁରଙ୍କ ଉପରକୁ ଗୁଳି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି ବଜାର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରରେ ମିଶନ ଶକ୍ତି ବଜାରକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧ...

ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ

ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍‌ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ...

୫୯ନମ୍ବର ଜାତୀୟ ରାଜପଥର ୨୭କିମି ରାସ୍ତା ପ୍ରଶସ୍ତିକରଣ ପାଇଁ ୭୧୮କୋଟି ମଞ୍ଜୁର କଲା କେନ୍ଦ୍ର

ଭୁବନେଶ୍ୱର,୨୭।୨: ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ୫୯ନମ୍ବର ଜାତୀୟ ରାଜପଥର ୨୬.୯୬କିମି ରାସ୍ତାର ପ୍ରଶସ୍ତିକରଣ ପାଇଁ ୭୧୮.୨୬କୋଟି ଟଙ୍କା ମଞ୍ଜୁର କରିଛନ୍ତି। କନ୍ଧମାଳ ଓ...

ହାଇକୋର୍ଟରେ ନକଲି ଡାକ୍ତର ଚିହ୍ନଟ ମାମଲା: ‘ଜାଲ ଡାକ୍ତର ନିଯୁକ୍ତି ରୋକିବାକୁ କ’ଣ ପଦକ୍ଷେପ ନେଇଛ ଜଣାଅ’

କଟକ,୨୭ା୨ (କାର୍ତ୍ତିକ ସାହୁ) ରାଜ୍ୟରେ ରହିଥିବା ନକଲି ଡାକ୍ତରମାନଙ୍କୁ ଚିହ୍ନଟ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ଓଡ଼ିଶା ରାଜ୍ୟ ଆଇନ...

ରାଜଧାନୀରେ ପୁଣି ଚୋରି: ଘରୁ ନେଇଗଲେ ୫ ଲକ୍ଷର ସୁନା ଅଳଙ୍କାର

ଭୁବନେଶ୍ୱର,୨୭।୨(ସତ୍ୟଜିତ୍‌ ରାଉତ): ରାଜଧାନୀରେ କମୁନି ଚୋରଙ୍କ ଉପଦ୍ରବ। ସୁଯୋଗ ଦେଖି ଘରେ କଳାକନା ବୁଲାଉଛନ୍ତି ଚୋର। ତେବେ ଭୁବନେଶ୍ୱରରେ ପୁଣି ଚୋରି ହୋଇଛି। ଶହୀଦନଗର ଥାନା...

ବିବାହର ମିଥ୍ୟା ପ୍ରତିଶୃତି ଦେଇ ଘରୋଇ ସହାୟିକାଙ୍କୁ ଠକେଇ, ଅଟୋ ଚାଳକ ଗିରଫ

ଭୁବନେଶ୍ୱର,୨୭।୨(ସୂର୍ଯ୍ୟକାନ୍ତ ବେହେରା): ଜଣେ ଘରୋଇ ସହାୟିକାଙ୍କୁ ବିବାହର ମିଥ୍ୟା ପ୍ରତିଶୃତି ଦେଇ ତାଙ୍କଠାରୁ ଟଙ୍କା ଠକିବା ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଟୋ ଚାଳକଙ୍କୁ...

ମେ’ ୧୫ ଭିତରେ ଯୁକ୍ତ୨ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ମେ’ ୧୫ ଭିତରେ ପ୍ରକାଶ ପାଇପାରେ। ଚଳିତ ବର୍ଷ...

ବାରବାଟୀ ଷ୍ଟାଡିୟମର ନବୀକରଣ ପ୍ରକଳ୍ପର ଶିଳାନ୍ୟାସ: ବିଭିନ୍ନ ଜିଲାରେ ହେବ ୪୧କ୍ରିକେଟ ଏକାଡେମୀ

କଟକ,୨୭।୨: କଟକ ବାରବାଟୀ ଷ୍ଟାଡିୟମ ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଜ୍ୟର ବିଭିନ୍ନ ଜିଲାରେ ହେବାକୁଥିବା ଥିବା ୪୧ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri