Posted inଫୁରସତ

ବିଦ୍ୟୁତ୍‌ତାରରେ କଳାକୌଶଳ ପ୍ରଦର୍ଶନ କରୁଛି କୁକୁର

ସୋସିଆଲ ମିଡିଆରେ ବେଳେବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥାଏ ଯାହା କଳ୍ପନା ବାହାରେ ଥାଏ। ସେହିପରି ଟୁଇଟରରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯାହା ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ସାଧାରଣତଃ କଳାକାରମାନଙ୍କୁ ସର୍କସରେ ଦଉଡ଼ିରେ କୌଶଳ ପ୍ରଦର୍ଶନ କରୁଥିବା ଦେଖିଥିବେ। କିନ୍ତୁ ଏହି ଦୃଶ୍ୟ କୌଣସି ସର୍କସର ନୁହେଁ। ଭିଡିଓରେ ଏକ ଷ୍ଟ୍ରିଟ୍‌ କୁକୁରକୁ ଦେଖିବାକୁ ମିଳିଛି। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି କୁକୁର ଏକ ବିଦ୍ୟୁତ୍‌ ତାରରେ ଆରାମରେ ଚାଲୁଥିବା ନଜର ଆସିଛି।
ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି, ଏହି କୁକୁର ଏତେ ଉଚ୍ଚରେ କିପରି ବିଦ୍ୟୁତ୍‌ ତାରରେ ପହଞ୍ଚିଲା?

ଏହି ୧୩ ସେକେଣ୍ଡର ଭିଡିଓଟିକୁ ଏପର୍ଯ୍ୟନ୍ତ ଟୁଇଟରରେ ଲକ୍ଷାଧିକ ଥର ଦେଖାସରିଲାଣି। କୁକୁର ତାର ଉପରେ ଠିଆ ହୋଇ ନିଜର ସନ୍ତୁଳନ ବଜାୟ ରଖିବାରେ ସକ୍ଷମ ହେଉଛି। ଏହି ଭିଡିଓ ଦେଖି ୟୁଜରମାନେ ଭିନ୍ନଭିନ୍ନ ମନ୍ତବ୍ୟ ଦେଇଛନ୍ତି। ଜଣେ ୟୁଜର କୁକୁରର ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଆଉ ଜଣେ ୟୁଜର ଲେଖିଛନ୍ତି ‘ମୁଁ ଜାଣିବାକୁ ଚାହେଁ ଏହି କୁକୁରଟି କିପରି ସେଠାରେ ପହଞ୍ଚିଲା ଏବଂ ତାଙ୍କୁ କେହି ନିରାପଦରେ ଓହ୍ଲାଇଛନ୍ତି କି?’ ତେବେ ଏହି ପ୍ରଶ୍ନର ଉତ୍ତର କାହାରି ପାଖରେ ନାହିଁ।

କିଛି ଲୋକ ଏହି କୁକୁରକୁ ‘ସୁପର ଡଗ୍‌’ ବୋଲି ମଧ୍ୟ କହୁଛନ୍ତି। ତେବେ ଭିଡିଓଟି କେବେ ଏବଂ କେଉଁଠାରୁ ଆସିଛି ସେ ବିଷୟରେ କୌଣସି ସୂଚନା ନାହିଁ। କୁକୁରର ଅବସ୍ଥା କ’ଣ ହେଲା? ଉଦ୍ଧାରକାରୀ ଦଳ ଏହାକୁ ନିରାପଦରେ ଓହ୍ଲାଇଛନ୍ତି କି ନାହିଁ ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri