ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ ଆରମ୍ଭ କରି ବଡ଼ ଲୋକଙ୍କୁ ବି କାମୁଡି ଥିବା ନଜରକୁ ଆସିଛି । ଏହି ସମସ୍ୟାର ସମାଧାନ ପାଇଁ ପୌର ପରିଷଦ ତୁରନ୍ତ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହେଉଛି ।

ଦେବଗଡ ସହରରେ ମାଙ୍କଡ଼ ଉପଦ୍ରପଦ ନୀତି ଦିନିଆ ଘଟଣା । ମାଙ୍କଡ଼ ଆକ୍ରମଣରେ ପ୍ରତ୍ୟେକ ଦିନ କିଏ ନା କିଏ ଆହତ ହେଉଥିବା ବେଳେ ଏବେ ଷଣ୍ଢ ଏବଂ କୁକୁରଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି । ଜିଲା ପ୍ରଶାସନ ଏଥି ପ୍ରତି ଧ୍ୟାନ ହେବ ଜରୁରୀ । ପାଖାପାଖି ୧୦ରୁ ଉର୍ଦ୍ଧ୍ବ ବୁଲା କୁକୁର କାମୁଡି ଥିବା ଅଭିଯୋଗ ହେଉଛି । ଏହାର ତୁରନ୍ତ ପଦକ୍ଷେପ ନିଆ ନଗଲେ ସହର ବହୁତ୍ କୁକୁର ଆକ୍ରମଣରେ ଆହତ ହେବେ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ

କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ପତ୍ନୀଙ୍କୁ ଚାପୁଡ଼ା ମାରିବା ନିଷ୍ଠୁରତା ନୁହେଁ…. କାହିଁକି ଏଭଳି କହିଲେ ହାଇକୋର୍ଟ ଜାଣନ୍ତୁ

ଚଣ୍ଡିଗଡ଼,୨୧।୨: ଗୁଜରାଟ ହାଇକୋର୍ଟଙ୍କ ଏକ ନିଷ୍ପତ୍ତି ବର୍ତ୍ତମାନ ଦେଶବ୍ୟାପୀ ଆଲୋଚନାର ବିଷୟ ପାଲଟିଛି । କେତେକ ଏହାକୁ ଧାର୍ମିକ ବୋଲି କହୁଥିବା ବେଳେ ଅନ୍ୟମାନେ ଏହାକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri