Posted inଫୁରସତ

ମେଟ୍ରୋରେ ଯାତ୍ରୀଙ୍କ ସହ ଯାତ୍ରା କରୁଛି କୁକୁର,ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ,ଭିଡିଓ ଶେୟାର ହେବାରେ ଲାଗିଛି। ଠିକ୍‌ ସେପରି ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯାହାକୁ ଦେଖିଲେ ଆପଣ ବି ଖୁସି ହୋଇଯିବେ। ଶେୟାର ହୋଇଥିବା ଭିଡିଓରେ ଏକ କୁକୁର ଯାତ୍ରୀମାନଙ୍କ ସହ ମେଟ୍ରୋରେ ଯାଉଛି। ସେଠାରେ ଦୁଇଟି ଖାଲି ସିଟ୍‌ ଥିଲା। ଯାହାକୁ କୁକୁରଟି ଦଖଲ କରିନେଇଥିଲା। ତେବେ ସେଠାରେ ଥିବା ଯାତ୍ରୀମାନେ ସିଟ୍‌ ନ ପାଇ ଠିଆ ହୋଇଥିଲେ। ହେଲେ ଶୋଇଥିବା କୁକୁରଟିକୁ ସେଠାରୁ ବିଦା କରିଦେଇ ନ ଥିଲେ। ଷ୍ଟିଫାନୋ ଏସ ମ୍ୟାଗି ଏହି ଭିଡିଓକୁ ଟୁଇଟରରେ ଶେୟାର କରିଛନ୍ତି। ଯାହାକୁ ୨୭ ହଜରରରୁ ଅଧିକ ୟୁଜର୍ସ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତର କରୋନା ସଂକ୍ରମିତଙ୍କୁ ଶାନ୍ତି ମୃତ୍ୟୁ: ବ୍ରିଟେନ୍‌ରେ ଅଫ୍‌ କରି ଦିଆଯାଉଛି ଭେଣ୍ଟିଲେଟର ସ୍ବିଚ୍‌ !

ଲଣ୍ଡନ,୧୮।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ବ୍ରିଟେନ୍‌ରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର, ନର୍ସ ତଥା ସ୍ବାସ୍ଥ୍ୟକ୍ରର୍ମୀ ଅଧିକ ବିସାଦଗ୍ରସ୍ତ...

ବସ୍ତୁକୁ ନ ଛୁଇଁ ନିୟନ୍ତ୍ରଣ

ଓ୍ବାଶିଂଟନ୍‌,୮।୧୨ : ବସ୍ତୁକୁ ସ୍ପର୍ଶ ନ କରି ତାକୁ ନିଜ ନିୟନ୍ତ୍ରଣକୁ ଆଣିବା କେବଳ ଫିଲ୍ମ କିମ୍ବା ମ୍ୟାଜିକ୍‌ ଶୋ’ଗୁଡ଼ିକରେ ଦେଖିବାକୁ ମିଳେ। ଫିଲ୍ମରେ ପ୍ରଦର୍ଶିତ...

ଜାତୀୟ ବିଜ୍ଞାନ ଦିବସ: ବିଜ୍ଞାନର ବିକାଶରେ ଦେଶର ବିକାଶ ସମ୍ଭବ

ଭାରତରେ ପ୍ରତିବର୍ଷ ୨୮ ଫେବୃୟାରୀରେ ପାଳନ କରାଯାଉଛି ଜାତୀୟ ବିଜ୍ଞାନ ଦିବସ। ବୈଜ୍ଞାନିକମାନଙ୍କ ସମାଜ ପ୍ରତି ଅବଦାନକୁ କୃତଜ୍ଞତାର ସହ ସ୍ବୀକୃତି ଦେବା ସହିତ ବିଜ୍ଞାନ...

ଏହି ଯୁବତୀଙ୍କୁ ତୃତୀୟଥର ବିବାହ କରିବାକୁ ଯାଉଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୪।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆସନ୍ତାବର୍ଷ ତୃତୀୟଥର ବିବାହ କରିବାକୁ ଯାଉଛନ୍ତି। ସେ ନିଜର ପ୍ରେମିକା କ୍ୟାରୀ ସାଇମଣ୍ଡ୍‌ସଙ୍କୁ ବିବାହ କରିବେ। ୨୦୨୨ ଜୁଲାଇ...

୬୧ ବର୍ଷ ହେଲା ଅନିଦ୍ରା

ହାନୋଇ: ଦିନ ସାରା ପରିଶ୍ରମ ପରେ ଲୋକେ ଶରୀରକୁ ବିଶ୍ରାମ ଦେବା ପାଇଁ ରାତି ସମୟରେ ଶୋଇଥାନ୍ତି। ଅନେକ ଲୋକ ରାତିରେ କାମ କଲେ ମଧ୍ୟ...

ଜୁନ୍‌ ୨୧ରେ ବିରଳ ସୂର୍ଯ୍ୟପରାଗ

ଚଳିତମାସ ୨୧ ତାରିଖରେ ସୂର୍ଯ୍ୟପରାଗ ଲାଗିବ। ଏହି ପରାଗ ବିରଳ ତଥା ସ୍ବତନ୍ତ୍ର। ଏହି ସମୟରେ ସୂର୍ଯ୍ୟଙ୍କୁ ଭିନ୍ନ ଭିନ୍ନ ଭାବରେ ଦେଖିବାକୁ ମିଳିବ। ଏହା...

ହରିଦ୍ୱାରରେ ୯ ବର୍ଷ ଧରି ତପସ୍ୟା କରୁଥିଲେ ମୁସଲମାନ ଯୁବକ, ଆଉ ତା’ପରେ…

ପାନିପତ,୨୪।୬: ହରିୟାଣାର ପାନିପତରେ ଜଣେ ମୁସଲମାନ ଯୁବକ ହରିଦ୍ୱାରରେ ୯ ବର୍ଷ ଧରି ତପସ୍ୟା କରି ଫେରିବା ପରେ ହିନ୍ଦୁ ଧର୍ମ ଗ୍ରହଣ କରିଛନ୍ତି। ଉକ୍ତ...

ଜାଣନ୍ତି ଫାଶୀରେ ବ୍ୟବହୃତ ଦଉଡ଼ି ପରେ କ’ଣ ହୋଇଥାଏ

ନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁଯାୟୀ ଜଘନ୍ୟ ଅପରାଧୀଙ୍କୁ ଫାଶୀଖୁଣ୍ଟରେ ଝୁଲାଇ ଦିଆଯାଇଥାଏ। ମାତ୍ର ଫାଶୀ ପରେ ଏହି ଦଉଡ଼ି କେଉଁ କାମରେ ବ୍ୟବହାର କରାଯାଇଥାଏ ହୁଏତ ଅଧିକାଂଶ ଜାଣି...

Advertisement
Archives

Model This Week