ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଯେଉଁଠି ଜଣେ ଦିବ୍ୟାଙ୍ଗଙ୍କ ସାହାରା ସାଜିଛି କୁକୁର। ଦିବ୍ୟାଙ୍ଗ ବ୍ୟକ୍ତି ଜଣକ ରାସ୍ତାରେ ଯାଉଥିବା ବେଳେ ତାଙ୍କ ଗୋଡ ତଳେ କୁକୁର ରହି ତାଙ୍କୁ ମନୋବଳ ଯୋଗାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।
The best replacement for leg☺️
Source: Mack & Becky pic.twitter.com/SLbt5FyGhT
— Susanta Nanda IFS (@susantananda3) September 28, 2020